Acts 26:11 — Compare Translations
7 translations compared side by side
Odia - 1840
"ମୁଁ ସମାନଙ୍କେୁ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ କହିବା ପାଇଁ ବାଧ୍ଯ କରିଥିଲି। ମୁଁ ସମାନଙ୍କେ ବିରୁଦ୍ଧ ରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସମାନଙ୍କେୁ ଅତ୍ଯାଚ଼ାର କରିବା ପାଇଁ ବିଦେଶୀ ନଗରଗୁଡ଼ିକୁ ମଧ୍ଯ ଯାଇଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି ସେମାନଙ୍କ ବିରୁଦ୍ଧରେ ଅତ୍ୟ; ଉନ୍ମତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଦ୍ଧା ସେମାନଙ୍କୁ ତାଡ଼ନା କରୁଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଥର ସମାଜ ଗୃହମାନଙ୍କରେ ମୁଁ ସେମାନଙ୍କୁ ଦଣ୍ଡ ଦେଇଛି ଓ ସେମାନଙ୍କ ବିଶ୍ୱାସରୁ ବିଚ୍ୟୁତ କରାଇବା ପାଇଁ ଚେଷ୍ଟା କରିଛି। ମୁଁ ସେମାନଙ୍କ ପ୍ରତି ଏତେ କ୍ରୋଧାନ୍ଧ ହୋଇଥିଲି ଯେ, ସେମାନଙ୍କ ଉପରେ ଅତ୍ୟାଚାର କରିବା ପାଇଁ ବିଦେଶୀୟ ସହରମାନଙ୍କୁ ମଧ୍ୟ ଯାଇଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ଖ୍ରୀଷ୍ଟଙ୍କ ବିରୁଦ୍ଧରେ କହିବା ପାଇଁ ବାଧ୍ୟ କରିଥିଲି। ମୁଁ ସେମାନଙ୍କ ବିରୁଦ୍ଧରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସେମାନଙ୍କୁ ଅତ୍ୟାଗ୍ଭର କରିବା ପାଇଁ ବିଦେଶୀ ନଗର ଗୁଡ଼ିକୁ ମଧ୍ୟ ଯାଇଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ ಸಿನಾಗೊತ್ನಿ ಮಿಯಾ ತೆಂಕಾ ಶಿಕ್ಷಾ ದಿಲಾ ಜೆಜುಚ್ಯಾ ವರ್ತಿ ವಿರೊಧ್ ಹೊವ್ನ್ ತೆಂಚ್ಯಾ ತೊಂಡಾನಿ ಸಾಂಗುಕ್ ಮಿಯಾ ಕಸರತ್ ಕರ್ಲೊ ತ್ಯಾ ದೆವಾಚ್ಯಾ ಲೊಕಾಚ್ಯಾ ವರ್ತಿ ಲೈ ರಾಗ್ ಹೊವ್ನ್ ತೆಂಕಾ ಹುಡ್ಕುನ್ ತರಾಸ್ ದಿವ್ಕ್ ದುಸ್ರ್ಯಾ ದೆಶಾತ್ ಅನಿ ಶಾರಾಕ್ನಿ ಗೆಲ್ಲೊ.