Acts 26:13 — Compare Translations
7 translations compared side by side
Odia - 1840
"ମୁଁ ଦମ୍ମସକେକୁ ଯାଉଥିଲି। ସେତବେେଳେ ଖରାବଳେ ହାଇେଥିଲା। ହଠାତ୍ ମୁଁ ଆକାଶ ରେ ଗୋଟିଏ ଆଲୋକ ଦେଖିଲି। ସହେି ଆଲୋକ ସୂର୍ୟ୍ଯଙ୍କଠାରୁ ମଧ୍ଯ ଆହୁରି ଉଜ୍ଜ୍ବଳ ଥିଲା। ତାହା ମାରେ ଓ ମାେ ସହିତ ଯାଉଥିବା ଲୋକଙ୍କ ଚ଼ାରିପଟେ ଝଲକୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ରାଜନ୍, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ, ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶମାନ ହେବାର ଦେଖିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ରାଜନ୍, ହଠାତ୍ ଦିନେ ମଧ୍ୟାହ୍ନ ସମୟରେ ରାଜପଥ ଉପରେ ମୁଁ ସୂର୍ଯ୍ୟାଲୋକଠାରୁ ଏକ ଅଧିକ ତେଜୋମୟ ଆଲୋକ ଦେଖିଲି, ଆକାଶରୁ ସେହି ଆଲୋକ ଆସି ମୋର ଓ ମୋ’ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ଉଦ୍ଭାସିତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ದಮಸ್ಕಾಚ್ಯಾ ವಾಟೆನ್ ಜಾಯ್ತ್ ಹೊತ್ತೊ, ತನ್ನಾ ದೊಪಾರ್ ಹೊಲ್ಲಿ ತಾಬೊಡ್ತೊಬ್ ತನ್ನಾ ಮಳ್ಬಾಕ್ನಾ ದಿಸಾಚ್ಯಾ ಕಿಂತಾ ಹೊಳಾವ್ತಲೊ ಉಜ್ವೊಡ್ ಯೆವ್ನ್ ಮಾಜ್ಯಾ ಅನಿ ಮಾಜ್ಯಾ ವಾಂಗ್ಡಾ ಪ್ರಯಾನ್ ಕರ್ತಾಲ್ಯಾಚ್ಯಾ ಬೊತ್ಯಾನ್ ಹೊಳಾವ್ಲೊ.