Acts 26:16 — Compare Translations
7 translations compared side by side
Odia - 1840
"ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସବେକରୂପେ ନିୟୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦଖାେ ଦଇେଅଛି। ତୁମ୍ଭେ ମାେ ବିଷୟ ରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦଖାଇବେି, ତୁମ୍ଭେ ତା'ର ସାକ୍ଷୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହିସମସ୍ତ ବିଷୟର ସାକ୍ଷୀସ୍ଵରୂପ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଉଠି ଠିଆ ହୁଅ। ତୁମକୁ ମୋର ସେବକ ରୂପେ ନିଯୁକ୍ତ କରିବା ପାଇଁ ମୁଁ ତୁମକୁ ଦର୍ଶନ ଦେଇଅଛି। ଆଜି ତୁମେ ମୋ’ ବିଷୟରେ ଯାହା ଦେଖିଛ ଓ ଭବିଷ୍ୟତ୍ରେ ମୁଁ ତୁମକୁ ଯାହା ଦେଖାଇବି, ସେ ବିଷୟରେ ତୁମେ ଅନ୍ୟମାନଙ୍କୁ କହିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସେବକରୂପେ ନିଯୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦେଖା ଦେଇଅଛି। ତୁମ୍ଭେ ମୋ’ ବିଷୟରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦେଖାଇବି, ତୁମ୍ଭେ ତା’ର ସାକ୍ଷୀହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಉಟುನ್ ಇಬೆ ರ್ಹಾ! ತುಕಾ ಮಾಜೊ ಸೆವಕ್ ಹೊವ್ನ್ ಸಾಕ್ಷಿ ಎಚುನ್ ಘೆವ್ಕ್ ಸಾಟ್ನಿ ಅತ್ತಾ ಮಿಯಾ ತುಕಾ ದಾಕ್ವುನ್ ಘೆಟಲ್ಯಾ ವಿಶಯಾತ್ ಸಾಕ್ಷಿ ಹೊವ್ನ್ ರ್ಹಾತೆಯ್ ಹೆಕಾಚ್ ಮನುನ್ ಅತ್ತಾ ಮಿಯಾ ತುಕಾ ದಾಕ್ವುನ್ ಘೆಟ್ಲಾ.