Acts 26:17 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସମାନଙ୍କେର ଆଖି ଖାଲିେ ଦବୋପାଇଁ ମୁଁ ତୁମ୍ଭକୁ ପଠାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵଜାତି ଓ ବିଜାତିମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ଵରଙ୍କ ପ୍ରତି ଫେରନ୍ତି, ପୁଣି ପାପକ୍ଷମା ଓ ଆମ୍ଭଠାରେ ବିଶ୍ଵାସ ଦ୍ଵାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଇହୁଦୀ ଓ ଅଣଇହୁଦୀ ଲୋକମାନଙ୍କ ନିକଟକୁ ମୁଁ ତୁମକୁ ପଠାଇବି, ସେମାନଙ୍କଠାରୁ ମୁଁ ତୁମକୁ ରକ୍ଷା କରିବି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସେମାନଙ୍କର ଆଖି ଖୋଲି ଦେବା ପାଇଁ ମୁଁ ତୁମ୍ଭକୁ ପଠାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱଜାତି ଓ ଅଣଯିହୁଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
Odia IRV 2017 (ଓଡିଆ ବାଇବେଲ)
ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ୱରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಸ್ವತಾಚ್ಯಾ ಲೊಕಾಚ್ಯಾಂಕ್ನಾ ಅನಿ ಜುದೆವಾಂಚ್ಯಾ ಲೊಕಾಂಚ್ಯಾಕ್ನಾ ತುಕಾ ವೈಟ್ ಹೊಯ್ನಾ ಸಾರ್ಕೆ ರಾಕ್ತಾ, ಮಿಯಾ ತುಕಾ ತೆಂಚ್ಯಾ ಜಗ್ಗೊಳ್ ದಾಡುಲ್ಲಾ.

Recommended Reading