Acts 26:18 — Compare Translations

7 translations compared side by side

Odia - 1840
"ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ନୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ತೆಂಕಾ ಖರೆಪಾನ್ ಕಳ್ವುನ್ ಕಾಳ್ಕಾಕ್ನಾ ಉಜ್ಜೊಡಾತ್ ಯೆಯ್ ಸಾರ್ಕೆ ಅನಿ ಮ್ಹಾರ್ವಾಚ್ಯಾ ಅಧಿಕಾರಾಕ್ನಾ ಪರ್ತುನ್ ದೆವಾಕ್ಡೆ ಯೆಯ್ ಸಾರ್ಕೆ ಕರುಚೆ, ತನ್ನಾ ತೆಂಚೊ ಪಾಪ್ ಮಾಪಿ ಹೊತಾ, ಮಾಜ್ಯಾ ವರ್‍ತಿ ವಿಶ್ವಾಸ್ ಥವ್ತಲ್ಯಾ ಪವಿತ್ರ್ ಹೊಲ್ಲ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ತೆನಿಬಿ ವಾಟೊ ಘೆತಾತ್, ಮನುನ್ ಸಾಂಗ್ಲ್ಯಾನ್.