Acts 26:19 — Compare Translations

7 translations compared side by side

Odia - 1840
"ପାଉଲ କହିଲେ, ହେ ମହାରାଜା ଅଗ୍ରିପ୍ପା, ମୁଁ ସହେି ସ୍ବର୍ଗୀୟ ଦର୍ଶନର ବାଧ୍ଯ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ରାଜନ୍ ଆଗ୍ରିପ୍‍ପା, ମୁଁ ସେହି ସ୍ଵର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ରାଜା ଆଗ୍ରୀପା, ମୁଁ ସ୍ୱର୍ଗରୁ ଯେଉଁ ଦର୍ଶନ ପାଇଛି, ତାହାର ଅବାଧ୍ୟ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ନିଜ କାର୍ଯ୍ୟ ବିଷୟରେ କହିବା ପାଉଲ କହିଲେ, “ହେ ମହାରାଜା ଆଗ୍ରି‌‌ପ୍‌‌ପା, ମୁଁ ସେହି ସ୍ୱର୍ଗୀୟ ଦର୍ଶନର ବାଧ୍ୟ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಪಾವ್ಲು ಬೊಲುನ್ಗೆತ್ ರಾತಾನಾ ಅಶೆ ಸಾಂಗ್ಲ್ಯಾನ್, ಅಗ್ರಿಪ್ಪ್ ರಾಜಾ, ಮಾಕಾ ಸರ್‍ಗಾಚೆ ದರ್ಶನ್ ಗಾವ್ಲೆ, ತೆ ಬಗಲ್ಲ್ಯಾ ಮಾನಾ ತೆಕಾ ಅವ್ಮಾನ್ ಕರುಕ್ನಾ,