Acts 26:2 — Compare Translations

7 translations compared side by side

Odia - 1840
"ହେ ରାଜା ଆଗ୍ରିପ୍ପା, ମୁଁ ନିଜକୁ ଭାଗ୍ଯବାନ ମନେ କରୁଛି, କାରଣ ମୁଁ ଆଜି ଆପଣଙ୍କ ସମ୍ମୁଖ ରେ ୟିହୁଦୀମାନଙ୍କ ଦ୍ବାରା ଅଭିଯୋଗ ବିରୁଦ୍ଧ ରେ ମାେ ପକ୍ଷ ରେ ଉତ୍ତର ଦବୋ ପାଇଁ ସମର୍ଥ ହାଇପୋରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ରାଜନ୍ ଆଗ୍ରିପ୍‍ପା, ଯିହୁଦୀମାନେ ମୋʼ ବିରୁଦ୍ଧରେ ଯେସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ଵନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମ-ପକ୍ଷସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ୍ ମନେ କରୁଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
“ରାଜା ଆଗ୍ରୀପା! ଇହୁଦୀମାନେ ମୋତେ ଯେଉଁ ସବୁ ବିଷୟରେ ଅଭିଯୁକ୍ତ କରିଛନ୍ତି, ତାହା ବିପକ୍ଷରେ ଆପଣଙ୍କ ସମ୍ମୁଖରେ ମୁଁ ଆତ୍ମସମର୍ଥନ କରିବାକୁ ସୁଯୋଗ ପାଇଥିବାରୁ ଆଜି ନିଜକୁ ଭାଗ୍ୟବାନ ମନେ କରୁଛି,
Odia Bible ERV 2004 (ପବିତ୍ର ବାଇବଲ)
ହେ ରାଜା ଆଗ୍ରି‌‌ପ୍‌‌ପା, “ମୁଁ ନିଜକୁ ଭାଗ୍ୟବାନ୍ ମନେ କରୁଛି, କାରଣ ମୁଁ ଆଜି ଆପଣଙ୍କ ସମ୍ମୁଖରେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୋଗ ବିରୁଦ୍ଧରେ ମୋ’ ପକ୍ଷରେ ଉତ୍ତର ଦେବା ପାଇଁ ସମର୍ଥ ହୋଇପାରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ରାଜନ ଆଗ୍ରିପ୍ପା, ଯିହୁଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ ମନେ କରୁଅଛି,
Odia IRV 2017 (ଓଡିଆ ବାଇବେଲ)
ହେ ରାଜନ ଆଗ୍ରିପ୍ପା, ଯିହୂଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣଙ୍କୁ ସମୃଦ୍ଧିମାନ ମନେ କରୁଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಗ್ರಿಪ್ಪ್ ರಾಜಾ, ಜುದೆವಾಂಚ್ಯಾ ಲೊಕಾನಿ ಮಾಜ್ಯಾ ವರ್‍ತಿ ಘಾಟಲ್ಲ್ಯಾ ಸಗ್ಳ್ಯಾ ಅಪವಾದಾಕ್ನಿ ಮಿಯಾ ಜವಾಬ್ ದಿತಾ, ಆಜ್ ತುಜ್ಯಾ ಇದ್ರಾಕ್ ಇಬೆ ರಾವ್ನ್ ಪ್ರತಿವಾದ್ ಕರುಕ್ ಮಾಕಾ ಅವಕಾಸ್ ಗಾವ್ತಲಿ ಮಾಜಿ ಭಾಗ್ಯ್ ಮನುನ್ ಯೆವಜ್ತಾ