Acts 26:22 — Compare Translations

7 translations compared side by side

Odia - 1840
"କିନ୍ତୁ ମାେତେ ପରମେଶ୍ବର ସାହାୟ୍ଯ କଲେ। ସେ ଆଜି ପର୍ୟ୍ଯନ୍ତ ମାେତେ ସାହାୟ୍ଯ କରିଆସୁଛନ୍ତି। ପରମେଶ୍ବରଙ୍କ ସାହାୟ୍ଯ ପାଇ ମୁଁ ଏଠା ରେ ଠିଆ ହାଇେଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁନାହିଁ। ମାଶାେ ଓ ଭାବବାଦୀମାନେ ଯାହା ସବୁ ଘଟିବ ବୋଲି କହିଛନ୍ତି, ମୁଁ ସହେି କଥା କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଈଶ୍ଵରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆଜି ପର୍ଯ୍ୟନ୍ତ ପ୍ରଭୁ ମୋତେ ସାହାଯ୍ୟ କରିଅଛନ୍ତି ଓ ସେଥିପାଇଁ ମୁଁ ଆଜି ସାନ ବଡ଼ ସମସ୍ତଙ୍କ ନିକଟରେ ସମାନଭାବେ ମୋର ସାକ୍ଷ୍ୟ ଦେବା ପାଇଁ ଛିଡ଼ା ହୋଇଛି। ଭାବବାଦୀମାନେ ଓ ମୋଶା, ଯାହା ଘଟିବ ବୋଲି କହିଥିଲେ, ମୁଁ ଠିକ୍ ସେହି କଥା କହୁଛି:
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋତେ ପରମେଶ୍ୱର ସାହାଯ୍ୟ କଲେ। ସେ ଆଜି ପର୍ଯ୍ୟନ୍ତ ମୋତେ ସାହାଯ୍ୟ କରିଆସୁଛନ୍ତି। ପରମେଶ୍ୱରଙ୍କ ସାହାଯ୍ୟ ପାଇ ମୁଁ ଏଠାରେ ଠିଆ ହୋଇଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁ ନାହିଁ। ମୋଶା ଓ ଭାବବାଦୀମାନେ ଯାହାସବୁ ଘଟିବ ବୋଲି କହିଛନ୍ତି, ମୁଁ ସେହି କଥା କହୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸ್ಸಾತ್ನಿ ದೆವಾನ್ ಮಾಕಾ ಮಜತ್ ಕರ್‍ಲ್ಯಾನ್. ತೊ ಮಾಕಾ ಆಜ್ ಪತರ್ ಮಜತ್ ಕರುನ್ಗೆತ್ ಹಾಯ್, ತೆಚಾಸಾಟ್ನಿ ಮಿಯಾ ಆಜ್ ಹಿತ್ತೆ ಇಬೆ ಹಾವ್, ಅನಿ ಮಿಯಾ ಬಗಟಲ್ಲ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ಸಾಂಗಿನಸ್ತಾನಾ, ಮೊಯ್ಜೆಚ್ಯಾ ಅನಿ ಪ್ರವಾದಿಂಚ್ಯಾ ಇದ್ರಾಕ್ ಖರೆ ಕರ್‍ತಾ ಮನುನ್ ಸಾಂಗಲ್ಲಿ ಸಂಗ್ತಿಯಾ ಸಗ್ಳ್ಯಿ ಸಾಂಗುಕ್ ಲಾಗ್ಲಾ.