Acts 26:23 — Compare Translations

7 translations compared side by side

Odia - 1840
"ସମାନେେ କହିଛନ୍ତି, ଖ୍ରୀଷ୍ଟ ମୃତ୍ଯୁବରଣ କରିବେ ଓ ମୃତ୍ଯୁରୁ ପୁନରୁତ୍ଥିତ ହେଉଥିବା ପ୍ରଥମ ବ୍ଯକ୍ତି ହବେେ। ମାଶାେ ଓ ଭାବବାଦୀମାନେ କହିଛନ୍ତି, କବଳେ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦଖାଇବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ଵଜାତି ଓ ବିଜାତିମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମସୀହ ଦୁଃଖଭୋଗ କରିବେ ଓ ମୃତମାନଙ୍କ ମଧ୍ୟରେ ସର୍ବପ୍ରଥମେ ପୁନରୁତ୍ଥିତ ହୋଇ ଇହୁଦୀ ଓ ଅଣଇହୁଦୀମାନଙ୍କ ନିକଟରେ ପରିତ୍ରାଣର ଆଲୋକ ପ୍ରକାଶ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଛନ୍ତି, ଖ୍ରୀଷ୍ଟ ମୃତ୍ୟୁବରଣ କରିବେ ଓ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ ହେଉଥିବା ପ୍ରଥମ ବ୍ୟକ୍ତି ହେବେ। ମୋଶା ଓ ଭାବବାଦୀମାନେ କହିଛନ୍ତି, କେବଳ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦେଖାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತ್ ಮರುನ್ ಮರ್‍ನಾತ್ನಾ ಅದ್ದಿಚೊ ಹೊವ್ನ್ ಉಟುನ್ ಯೆವ್ನ್, ಜುದೆವಾಕ್ನಿ ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ಉಜ್ವೊಡ್ ಹಾನ್ತಾ ಮನುನ್ ಮೊಯ್ಜೆನ್ ಅನಿ ಪ್ರವಾದಿಯಾನಿ ಸಾಂಗ್ಲಾತ್”.