Acts 26:24 — Compare Translations

7 translations compared side by side

Odia - 1840
"ପାଉଲ ଆତ୍ମରକ୍ଷା ପାଇଁ ଏହି ସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜାରେ ରେ କହିଲେ, ପାଉଲ, ତୁମ୍ଭେ ପାଗଳା ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହାଇଯୋଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସେ ଆତ୍ମପକ୍ଷସମର୍ଥନ କରୁଥିବା ସମୟରେ ଫେଷ୍ଟ ଉଚ୍ଚସ୍ଵରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପ୍ରକାରେ ପାଉଲ ନିଜତ ପକ୍ଷ ସମର୍ଥନ କରି କହୁଥିବାବେଳେ ଫେଷ୍ଟସ୍ ଚିକ୍ରାର କରି କହିଲେ, “ପାଉଲ, ତୁମେ ପାଗଳ! ତୁମର ଉଚ୍ଚ ଶିକ୍ଷା ତୁମକୁ ପାଗଳ କରି ଦେଇଛି!”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କର ଆଗ୍ରି‌‌ପ୍‌‌ପାଙ୍କ ଧାରଣା ବଦଳେଇବାର ଚେଷ୍ଟା ପାଉଲ ଆତ୍ମରକ୍ଷା ପାଇଁ ଏହିସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜୋ‌ର୍‌‌ରେ କହିଲେ, “ପାଉଲ, ତୁମ୍ଭେ ପାଗଳ। ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହୋଇ ଯାଇଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಂಚ್ಯಾ ವೈನಾ ಹಿ ಸಂಗ್ತಿಯಾ ಪಾವ್ಲು ಸಾಂಗಿತ್ ರಾತಾನಾ ಫೆಸ್ತ್ ಮನ್ತಲೊ ಪಾವ್ಲು ತಿಯಾ,ಪಿಸೊ ಹೊಲ್ಲೆಯ್! ತಿಯಾ ಶಿಕಲೆ ಲೈ ಹೊವ್ನ್ ತುಕಾ ಪಿಸೊ ಹೊಯ್ ಸಾರ್ಕೆ ಕರ್‍ಲಾ! ಮನುನ್ ಬೊಬ್ ಮಾರ್‍ಲ್ಯಾನ್.