Acts 26:25 — Compare Translations
7 translations compared side by side
Odia - 1840
"ପାଉଲ ଏହା ଶୁଣି ଉତ୍ତର ଦେଲେ, ହେ ମହମାନ୍ଯ ଫେଷ୍ଟ, ମୁଁ ପାଗଳ ନୁହେଁ। ମାରେ ସବୁ କଥା ସତ୍ଯ ଓ ୟୁକ୍ତିୟୁକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟ, ମୁଁ ପାଗଳ ନୁହେଁ; ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଉତ୍ତର ଦେଲେ, “ମୁଁ ପାଗଳ ନୁହେଁ, ମଣିମା! ମୁଁ ଯାହା କହୁଛି, ତାହା ସତ୍ୟ ଓ ଯୁକ୍ତିଯୁକ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଏହା ଶୁଣି ଉତ୍ତର ଦେଲେ, “ହେ ମହାମାନ୍ୟ ଫେଷ୍ଟ, ମୁଁ ପାଗଳ ନୁହେଁ। ମୋର ସବୁ କଥା ସତ୍ୟ ଓ ଯୁକ୍ତିଯୁକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಾವ್ಲುನ್ ಶ್ರೆಸ್ಟ್ ರಾಜಾ ಫೆಸ್ತಾ, ಮಿಯಾ ಪಿಸೊ ನ್ಹಯ್, ಮಿಯಾ ಸಾಂಗಲ್ಲಿ ಖರಿ ಸಂಗ್ತಿಯಾ ಮಾಜಿ ಗೊಸ್ಟಿಯಾ ಹುಂಬ್ ಪಾನಾಚಿ ಗೊಸ್ಟಿಯಾ ನ್ಹಯ್, ಮಿಯಾ ಬುದ್ದ್ ಹೊತ್ತೊ ಹೊವ್ನ್ ಹಾಯ್.