Acts 26:27 — Compare Translations
7 translations compared side by side
Odia - 1840
"ହେ ରାଜା ଆଗ୍ରିପ୍ପା, ଆପଣ କ'ଣ ଭାବବାଦୀମାନଙ୍କ ଲଖାେ ରେ ବିଶ୍ବାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ରାଜନ୍ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀ-ମାନଙ୍କୁ ବିଶ୍ଵାସ କରନ୍ତି? ଆପଣ ବିଶ୍ଵାସ କରନ୍ତି ବୋଲି ମୁଁ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାଜା ଆଗ୍ରୀପା, ଆପଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି ତ? ମୁଁ ଜାଣେ, ଆପଣ ବିଶ୍ୱାସ କରନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ହେ ରାଜା ଆଗ୍ରିପ୍ପା, ଆପଣ କ’ଣ ଭାବବାଦୀମାନଙ୍କ ଲେଖାରେ ବିଶ୍ୱାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ୱାସ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ହେ ରାଜନ ଅାଗ୍ରିପ୍ପା, ଆପଣ କ'ଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಗ್ರಿಪ್ಪ್ ರಾಜಾ, ಪ್ರವಾದಿನ್ ಲಿವಲ್ಲಿ ಸಂಗ್ತಿಯಾ ಸಗ್ಳೆ ತಿಯಾ ವಿಶ್ವಾಸ್ ಕರ್ತೆ ಕಾಯ್, ತಿಯಾ ವಿಶ್ವಾಸ್ ಕರ್ತೆ ಮನುನ್ ಮಾಕಾ ಗೊತ್ತ್ ಹಾಯ್! ಮನುನ್ ಸಾಂಗ್ಲ್ಯಾನ್.