Acts 26:28 — Compare Translations

7 translations compared side by side

Odia - 1840
"ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭେ କ'ଣ ଏତେ ସହଜ ରେ ମାେତେ ଖ୍ରୀଷ୍ଟିଯାନ କରିଦବେ ବୋଲି ଭାବୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଆଗ୍ରିପ୍‍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରି ପାର ବୋଲି ମନେ କରୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଗ୍ରୀପା ପାଉଲଙ୍କୁ ଉତ୍ତର ଦେଲେ, “ଏହି ଅଳ୍ପ ସମୟ ମଧ୍ୟରେ ତୁମେ କ’ଣ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”
Odia Bible ERV 2004 (ପବିତ୍ର ବାଇବଲ)
ଆଗ୍ରି‌‌ପ୍‌‌ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିଆନ କରି ପାର ବୋଲି ମନେ କରୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುಕ್ ಅಗ್ರಿಪ್ಪ್ ರಾಜಾನ್,ಲೈ ಸರಳ್ ಹೊವ್ನ್ ಮಾಕಾ ಮಾನುನ್ ಕ್ರಿಸ್ತಾಂವ್ ಕರುಚೆ ಮನುನ್ ತಿಯಾ ಯೆವ್ಜುಲೈ ಕಾಯ್? ಮನುನ್ ಇಚಾರ್‍ಲ್ಯಾನ್.