Acts 26:31 — Compare Translations
7 translations compared side by side
Odia - 1840
"ସମାନେେ ବିଚ଼ାର ଗୃହ ଛାଡ଼ିଲା ବେଳେ ପରସ୍ପର ସହିତ କଥାବାର୍ତ୍ତା ହେଲେ। ସମାନେେ କହିଲେ, ଏହି ଲୋକକୁ ହତ୍ଯା କରିବା କି ବନ୍ଦୀ କରିବା ଉଚିତ ନୁହେଁ। ସେ ପ୍ରକୃତ ରେ କିଛି ଖରାପ କାର୍ୟ୍ଯ କରିନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନଯୋଗ୍ୟ କୌଣସି କର୍ମ କରି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପ୍ରସ୍ଥାନ କଲାବେଳେ ପରସ୍ପରକୁ କହିଲେ, “ଏହି ଲୋକ ଏଭଳି କୌଣସି କାର୍ଯ୍ୟ କରିନାହିଁ, ଯାହା ପାଇଁ ସେ ମୃତ୍ୟୁଦଣ୍ଡ ପାଇବ ବା ବନ୍ଦୀ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବିଗ୍ଭର ଗୃହ ଛାଡ଼ିଲା ବେଳେ ପରସ୍ପର ସହିତ କଥାବାର୍ତ୍ତା ହେଲେ। ସେମାନେ କହିଲେ, “ଏହି ଲୋକକୁ ହତ୍ୟା କରିବା କି ବନ୍ଦୀ କରିବା ଉଚିତ୍ ନୁହେଁ। ସେ ପ୍ରକୃତରେ କିଛି ଖରାପ କାର୍ଯ୍ୟ କରି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈತ್ನಾ ತೆನಿ ಭಾಯ್ರ್ ಜಾವ್ನ್ ಸೊಡ್ಲೆ, ತೆನಿ ಸಗ್ಳ್ಯಾನಿ ಎಕಾಮೆಕಾಕ್ ಹ್ಯಾ ಮಾನಸ್ಸಾಕ್ ಜಿವಾನಿ ಮಾರುಚೆ ನಾಹೊಲ್ಲ್ಯಾರ್ ಬಂಧಿಖಾನ್ಯಾತ್ ಬಿ ಘಾಲುನೈಯ್, ಹೆನಿ ಬುರ್ಶೆ ಕಾಯ್ ಕರುಕ್ ನಾ! ಮನುನ್ ಬೊಲುನ್ ಘೆಟ್ಲ್ಯಾನಿ.