Acts 26:32 — Compare Translations

7 translations compared side by side

Odia - 1840
"ଅଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, ଆମ୍ଭେ ଏହି ଲୋକକୁ ମୁକ୍ତି ଦଇପୋରିଥାନ୍ତୁ, କିନ୍ତୁ ସେ ଯଦି କାଇସରଙ୍କୁ ଆବଦନେ କରି ନଥାଆନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆଗ୍ରିପ୍‍ପା ଫେଷ୍ଟଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଗ୍ରୀପା ଫେଷ୍ଟସ୍‌ଙ୍କୁ କହିଲେ, “ଯଦି ଏହି ଲୋକ ସମ୍ରାଟଙ୍କଠାରେ ଆବେଦନ କରି ନ ଥାନ୍ତା, ତେବେ ତାକୁ ଆମେ ମୁକ୍ତି ଦେଇପାରିଥାଆନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଆଗ୍ରି‌‌ପ୍‌‌ପା ଫେଷ୍ଟଙ୍କୁ କହିଲେ, “ଆମ୍ଭେ ଏହି ଲୋକକୁ ମୁକ୍ତି ଦେଇପାରିଥା’ନ୍ତୁ, କିନ୍ତୁ ସେ ଯଦି କାଇସରଙ୍କୁ ଆବେଦନ କରି ନ ଥା’ନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।
Odia IRV 2017 (ଓଡିଆ ବାଇବେଲ)
ଆଉ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾಸರ್ ಅಗ್ರಿಪ್ಪ್ ರಾಜಾನ್ ಫೆಸ್ತ್ ಮನ್ತಲ್ಯಾಕ್, “ಹ್ಯೊ ಸಿಸರ್ ಮನ್ತಲ್ಯಾಕ್ ಮಾಗ್ನಿ ಕರುನ್ ಘೆಯ್ ನಸ್ಲ್ಯಾರ್, ತೆಕಾ ಸೊಡ್ವುಕ್ ಹೊಯ್ ಹೊತ್ತೆ” ಮನುನ್ ಸಾಂಗ್ಲ್ಯಾನ್.