Acts 26:4 — Compare Translations

7 translations compared side by side

Odia - 1840
"ସମସ୍ତ ଯିହୂଦୀୟମାନେ ମାରେ ସମ୍ପୂର୍ଣ୍ଣ ଜୀବନ ବିଷୟ ରେ ଜାଣନ୍ତି। ମୁଁ ପିଲାଦିନରୁ ନିଜ ଦେଶ ରେ ଓ ପରେ ୟିରୂଶାଲମ ରେ କିପରି ବାସ କରିଥିଲି, ତାହା ସମାନେେ ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୌବନକାଳାବଧି ଆଦ୍ୟରୁ ସ୍ଵଜାତି ମଧ୍ୟରେ ଓ ଯିରୂଶାଲମରେ ମୋର ଆଚାରବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
“ପିଲା ଦିନରୁ ମୁଁ କିପରି ଜୀବନଯାପନ କରିଛି, ତାହା ଇହୁଦୀମାନେ ଜାଣନ୍ତି। ପ୍ରଥମେ ନିଜ ଦେଶରେ ଓ ତା’ପରେ ଯିରୂଶାଲମରେ ମୁଁ କିପରି ଜୀବନ କାଟିଛି, ସେମାନେ ତାହା ଜାଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ସମସ୍ତ ଯିହୂଦୀୟମାନେ ମୋର ସମ୍ପୂର୍ଣ୍ଣ ଜୀବନ ବିଷୟରେ ଜାଣନ୍ତି। ମୁଁ ପିଲାଦିନରୁ ନିଜ ଦେଶରେ ଓ ପରେ ଯିରୁଶାଲମରେ କିପରି ବାସ କରିଥିଲି, ତାହା ସେମାନେ ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମ ସହରରେ ମୋହର ଆଚାର-ବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମରେ ମୋହର ଆଚାର ବ୍ୟବହାର ଯିହୂଦୀମାନେ ସମସ୍ତେ ଜାଣନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಬಾರಿಕ್ ರಾತಾನಾಸ್ನಾಚ್ ಜೆರುಜಲೆಮಾತ್ ಮಾಜ್ಯಾ ಸ್ವತಾಚ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಜಿವನ್ ಕರಲ್ಲೆ ಸಗ್ಳ್ಯಾ ಜುದೆವಾಂಚ್ಯಾ ಲೊಕಾಕ್ನಿಬಿ ಗೊತ್ತ್ ಹಾಯ್.