Acts 26:5 — Compare Translations
7 translations compared side by side
Odia - 1840
"ସମାନେେ ମାେତେ ବହୁତ ଦିନରୁ ଜାଣନ୍ତି। ସମାନେେ ଯଦି ଚ଼ାହାଁନ୍ତି ତବେେ ସାକ୍ଷ୍ଯ ଦଇେ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୁଶୀ ଥିଲି। ଯିହୂଦୀୟ ଧର୍ମ ବ୍ଯବସ୍ଥାକୁ ଫାରୁଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେ ପ୍ରଥମରୁ ଫାରୁଶୀ ନାମକ ଆମ ଧର୍ମର ସବୁଠାରୁ ନୈଷ୍ଠିକ ଦଳର ସଦସ୍ୟ ଥିଲି, ସେମାନେ ଏହା ଜାଣନ୍ତି ଏବଂ ଇଚ୍ଛା କଲେ, ସେମାନେ ଏ ବିଷୟରେ ସାକ୍ଷ୍ୟ ଦେଇପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ ବହୁତ ଦିନରୁ ଜାଣନ୍ତି। ସେମାନେ ଯଦି ଗ୍ଭହାନ୍ତି ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୂଶୀ ଥିଲି। ଯିହୂଦୀୟ ଧର୍ମ ବ୍ୟବସ୍ଥାକୁ ଫାରୂଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନଯାପନ କଲି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಕ್ಷಿ ಸಾಂಗುಕ್ ತೆಂಕಾ ಮನ್ ರ್ಹಾಲ್ಯಾರ್ ಸಾಂಗುಕ್ ಅಡ್ಡಿನಾ, ಮಿಯಾ ಮಾಜೊ ಧರಮ್ ಸೊಡಿನಸ್ತಾನಾ ಪಾಳ್ತಲ್ಯಾ ಫಾರಿಜೆವಾಂಚ್ಯಾ ಪದ್ದತಿ ಸಾರ್ಕೆ ಚಲುಚೆ ಮನ್ತಲೆ ತೆಂಕಾ ಅದ್ದಿಚ್ಯಾನುಚ್ ಗೊತ್ತ್ ಹಾಯ್.