Acts 26:6 — Compare Translations

7 translations compared side by side

Odia - 1840
"ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସହେି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମାରେଆଜି ବିଚ଼ାର ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ନିକଟରେ ଈଶ୍ଵର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଆମ ପୂର୍ବପୁରୁଷମାନଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ, ସେଥିରେ ମୋର ଭରସା ଥିବା ହେତୁ ଆଜି ମୁଁ ଏଠାରେ ବିଚାରିତ ହେବା ପାଇଁ ଠିଆ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମୋର ଆଜି ବିଗ୍ଭର ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ନିକଟରେ ଈଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ନିକଟରେ ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಮ್ಕಾ ಪುರ್ವಜ್ ಲೊಕಾಕ್ನಿ ಕರಲ್ಲ್ಯಾ ಗೊಸ್ಟಿಕ್ನಿ ಮಿಯಾ ಬರೊಸೊ ಥವಲ್ಯಾ ಸಾಟ್ನಿಚ್ ಅತ್ತಾ ಝಡ್ತಿ ಕರುಕ್ ಗುರಿ ಹೊಲಾ.