Acts 26:8 — Compare Translations
7 translations compared side by side
Odia - 1840
"ପରମେଶ୍ବର ଯେ ଲୋକମାନଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରି ପାରିବେ, ଏକଥା ଆପଣମାନେ କାହିଁକି ଅସମ୍ଭବ ବୋଲି ଭାବୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ଵାସ ବୋଲି ବୋଧ ହୁଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯେ ମୃତମାନଙ୍କୁ ଉତ୍ଥିତ କରାନ୍ତି, ଏହା ବିଶ୍ୱାସ କରିବା ଅସମ୍ଭବ ବୋଲି ଆପଣମାନେ କାହିଁକି ମନେ କରୁଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯେ ଲୋକମାନଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ପାରିବେ, ଏ କଥା ଆପଣମାନେ କାହିଁକି ଅସମ୍ଭବ ବୋଲି ଭାବୁଛନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ?
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱାସ୍ୟ ବୋଲି ବୋଧ ହୁଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಲ್ಯಾಕ್ ಝಿತ್ತೊ ಕರುನ್ ಉಟ್ವುಲ್ಲೊ ದೆವುಚ್ ಮನ್ತಲೆ ವಿಶ್ವಾಸಾತ್ ನಾ ಮನುನ್ ತುಮಿ ಕಶ್ಯಾಕ್ ಯೆವಜ್ತ್ಯಾಸಿ.