Acts 27:1 — Compare Translations
7 translations compared side by side
Odia - 1840
"ଇତାଲିଆକୁ ଜାହାଜା ରେ ଯାତ୍ରା କରିବା ପାଇଁ ସ୍ଥିର ହବୋରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାଯିତ୍ବ ୟୂଲିଅ ନାମକ ଶତ ସନୋପତିଙ୍କ ହସ୍ତ ରେ ଅର୍ପଣ କରାଗଲା। ସହେି ୟୂଲିଅ ସମ୍ରାଟଙ୍କର ସନୋବାହିନୀ ରେ ଚ଼ାକିରୀ କରୁଥିଲେ। ଆମ୍ଭମାନେେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜ ରେ ଉଠିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ଇଟାଲୀରୁ ଜଳଯାତ୍ରା କରିବୁ ବୋଲି ସ୍ଥିର ହେବାରୁ ପାଉଲ ଓ ଅନ୍ୟ କେତେକ ବନ୍ଦୀ “ସମ୍ରାଟ ସେନାଦଳ” ନାମକ ଗୋଟିଏ ରୋମୀୟ ସୈନ୍ୟବାହିନୀର ସେନାପତି ଯୁଲିୟସ୍ଙ୍କୁ ହାତରେ ସମର୍ପିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କର ରୋମକୁ ଜଳଯାତ୍ରା ଇତାଲିଆକୁ ଜାହାଜରେ ଯାତ୍ରା କରିବା ପାଇଁ ସ୍ଥିର ହେବାରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାୟିତ୍ୱ ଯୂଲିଅ ନାମକ ଶତସେନାପତିଙ୍କ ହସ୍ତରେ ଅର୍ପଣ କରାଗଲା। ସେହି ଯୂଲିଅ ସମ୍ରାଟଙ୍କର ସେନାବାହିନୀରେ ଗ୍ଭକିରୀ କରୁଥିଲେ। ଆମ୍ଭେମାନେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜରେ ଉଠିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಇಟಲಿಕ್ ಢೊನಿತ್ನಾ ಜಾವ್ಚೆ ಮನುನ್ ನಿರ್ದಾರ್ ಕರ್ಲಾಂವ್ ಪಾವ್ಲುಕ್ ಅನಿ ಹುರಲ್ಯಾ ಚೊರಾಕ್ನಿ ಜುಲಿಯಸ್ ಮನ್ತಲೊ ಚಕ್ರವರ್ತಿಚ್ಯಾ ಸೈನ್ಯ ರೊಮಾಚೊ ಶತಾದಿಪತಿ ರಾಕ್ವಲಿ ಹೊವ್ನ್ ಹೊತ್ತೊ, ಜುಲಿಯಸ್ ಮನ್ತಲೊ ಚಕ್ರವರ್ತಿಚ್ಯಾ ಸೈನಿಕಾತ್ನಿ ಸೆವಾ ಕರಿತ್ ಹೊತ್ತೊ.