Acts 27:11 — Compare Translations
7 translations compared side by side
Odia - 1840
"କିନ୍ତୁ ସନୋଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ଯାପଟନ୍େ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେନାପତି ପାଉଲଙ୍କ କଥାରେ ବିଶ୍ୱାସ ନ କରି ଜାହାଜର ଅଧ୍ୟକ୍ଷ ଓ ଜାହାଜର ମାଲିକଙ୍କ କଥାରେ ପ୍ରଭାବିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେନାଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ୟାପଟେନ୍ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶତ-ସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಯಾರ್ಬಿ ಢೊನಿಚ್ಯಾ ಮುಖಂಡಾನ್, ಅನಿ ಯಜಮಾನಾನಿ ಪಾವ್ಲುಚಿ ಗೊಸ್ಟಿಯಾ ಮಾನುಕ್ನಾತ್ ತಸೆ ಹೊವ್ನ್ ಸೈನಿಕಾಂಚೊ ಅಧಿಕಾರಿಬಿ ಪಾವ್ಲುನ್ ಸಾಂಗ್ತಲ್ಯಾಕ್ ಲಕ್ಷ್ಯ ದಿ ನಸ್ತಾನಾ ತೆನಿ ಸಾಂಗ್ತಲೆಚ್ ವಿಸ್ವಾಸ್ ಕರುಕ್ಲಾಗ್ಲೊ.