Acts 27:13 — Compare Translations

7 translations compared side by side

Odia - 1840
"ତା'ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜ ରେ ଥିବା ଲୋକମାନେ ଭାବିଲେ, ଆମ୍ଭେ ଯେଉଁ ପବନ ବହିବାଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ। ତେଣୁ ଆମ୍ଭେ ଲଙ୍ଗର ଉେଠଇ କ୍ରୀତି ଉପଦ୍ବୀପର କୂଳକେୂଳେ ଯାତ୍ରା କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ଆପଣା ଆପଣାର ସଂକଳ୍ପ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ଦକ୍ଷିଣରୁ ମୃଦୁ ପବନ ବହିଲା, ଯାତ୍ରୀମାନେ ଏହାକୁ ଏକ ଶୁଭ ସୂଚନା ବୋଲି ଭାବିଲେ ଓ ଲଙ୍ଗର୍ ଉଠାଇ ଯେତେ ଦୂର ସମ୍ଭବ, କୂଳେ କୂଳେ ଯାତ୍ରା କରିବାକୁ ଲାଗିଲୋ।
Odia Bible ERV 2004 (ପବିତ୍ର ବାଇବଲ)
ତୋଫାନ ତା’ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜରେ ଥିବା ଲୋକମାନେ ଭାବିଲେ, “ଆମ୍ଭେ ଯେଉଁ ପବନ ବହିବା ଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ।” ତେଣୁ ଆମ୍ଭେ ଲଙ୍ଗର ଉଠେଇ କ୍ରୀତି ଉପଦ୍ୱୀପର କୂଳେକୂଳେ ଯାତ୍ରା କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର (ଛୋଟ ଲଙ୍ଗରରେ ବନ୍ଧା ହୋଇଥିବା ମୋଟା ଦୌଡ଼ିରେ ନୌକାକୁ ଟାଣିବା), ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಅಮಿ ಜಾವ್ಕ್ ಆಸ್ಯಾ ಕರಲ್ಯಾ ದಿಕ್ಕಾಕ್ನಾ ಬರೊ ವಾರೊ ಯೆವ್ಕ್ ಲಾಗ್ಲೊ, ತನ್ನಾ ಢೊನಿತ್ನಿ ಸಗ್ಳ್ಯಿಲೊಕಾಬಿ, ಆಮ್ಕಾ ಪಾಜೆ ಹೊಲ್ಲೊ ಅಸ್ಲೊಚ್ ವಾರೊ ಅತ್ತಾ ತೊ ಅಮ್ಕಾ ಗಾವ್ಲೊ! ಮನುನ್ ಕಳ್ವುನ್ ಘೆವ್ಕ್ ಲಾಗ್ಲೆ, ಅನಿ ತೆನಿ ಢೊನಾಕ್ ಭಾಂದುನ್ ಥವಲ್ಲೊ ಗೊಕ್ಕೊ ವೈರ್ ಪರ್ತುನ್ ಘೆಟ್ಲ್ಯಾನಿ, ಅಮಿ ಕ್ರೆಟ್ ಮನ್ತಲ್ಯಾ ದ್ವಿಪಾಚ್ಯಾ ಕರಾವಳಿಕ್ನಾ ಗೆಲಾಂವ್.