Acts 27:14 — Compare Translations

7 translations compared side by side

Odia - 1840
"ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। ଉତ୍ତର ପୂର୍ବୀୟ ନାମକ ପବନ, ଦ୍ବୀପଆଡୁ ପ୍ରଚ଼ଣ୍ଡ ବଗେ ରେ ବୋହିବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ଵିଲୋ ବୋଲି କହନ୍ତି, ସେହି ପ୍ରଚଣ୍ତ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଅତି ଶୀଘ୍ର ଦ୍ୱୀପ ଆଡ଼ୁ ଉତ୍ତର ପୂର୍ବ ପବନ ପ୍ରଚଣ୍ଡ ବେଗରେ ବହି
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। “ଉତ୍ତର ପୂର୍ବୀୟ” ନାମକ ପବନ, ଦ୍ୱୀପଆଡ଼ୁ ପ୍ରଚଣ୍ଡ ବେଗରେ ବୋହିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದಿಸ್ ಉಗಾವ್ತಲ್ಯಾ ದಿಕ್ಕಾಚ್ಯಾ ಢಾವ್ಯಾ ಭಾಜುಕ್ನಾ ಮಾರ್ತಲೊ ಮೊಟೆ ಲಾಟಾ ಉಟ್ವುತಲೊ ವಾರೊ ತ್ಯಾ ದ್ವಿಪಾತ್ ಮಾರುಕ್ಲಾಗ್ಲೊ.