Acts 27:17 — Compare Translations
7 translations compared side by side
Odia - 1840
"କବଳେ ତାହାକୁ ଜାହାଜ ଭିତରକୁ ନଲେୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଚ଼ାରିପଟେ ଦଉଡ଼ି ରେ ବାନ୍ଧି ଦେଲେ। ନାବିକମାନେ ଚେ଼ାରାବାଲି ରେ ଜାହାଜ ଲାଗିୟିବାର ଭୟ କଲେ। ତେଣୁ ସମାନେେ ଉପର ପାଲଗୁଡ଼ିକ ଖ ସଇେ ପବନ ରେ ଜାହାଜଟିକୁ ଭ ସଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ତାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନାବିକମାନେ ତାକୁ ଜାହାଜ ଉପରକୁ ଉଠାଇଲେ ଓ ରଜ୍ଜୁ ସାହାଯ୍ୟରେ ଦୃଢ଼ଭାବେ ଜାହାଜ ସହିତ ବାନ୍ଧି ଦେଲେ। ଜାହାଜଟି ଲିବିଆ ଉପକୂଳର ବାଲିଚଡ଼ା ଭିତରକୁ ଚାଲିଯିବ ବୋଲି ଭୟ କରି ନାବିକମାନେ ପାଲ ଖୋଲି ଦେଇ ଜାହାଜଟିକୁ ପବନ ସୁଅରେ ଭାସି ଯିବାକୁ ଛାଡ଼ି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ତାହାକୁ ଜାହାଜ ଭିତରକୁ ନେଲୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଗ୍ଭରିପଟେ ଦଉଡ଼ିରେ ବାନ୍ଧି ଦେଲେ। ନାବିକମାନେ ଗ୍ଭେରାବାଲିରେ ଜାହାଜ ଲାଗିଯିବାର ଭୟ କଲେ। ତେଣୁ ସେମାନେ ଉପର ପାଲଗୁଡ଼ିକ ଖସେଇ ପବନରେ ଜାହାଜଟିକୁ ଭସେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ (ଭୂସଂଲଘ୍ନ ବାଲିରେ) ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸುರ್ತಿಸ್ ಮನ್ತಲ್ಯಾ ರೆತಿತ್ ಸಿರ್ಕುನ್ ಪಡ್ತಾವ್ ಮನ್ತಲ್ಯಾ ಭಿಂಯಾನ್ ಢೊನಾ ವರ್ತಿ ತೆಕಾ ಪಳ್ತಲೆ ಕಮ್ಮಿ ಕರುಕ್ ಮನುನ್ ಭಾಂದಲಿ ಸಾಮಾನಾ ಖಾಲ್ತಿ ಉತ್ರುನ್ ವಾರ್ಯ್ಯಾಕ್ ಢೊನಾಕ್ ಮಾರುಂಗೆವ್ನ್ ಜಾವ್ಕ್ ಅವಕಾಸ್ ಕರುನ್ ದಿಲ್ಯಾನಿ.