Acts 27:19 — Compare Translations
7 translations compared side by side
Odia - 1840
"ତୃତୀୟ ଦିନ ସମାନେେ ନିଜ ହାତ ରେ ଜାହାଜର ସରଞ୍ଜାମ ସବୁ ପାଣିକୁ ଫୋପାଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ପରଦିନ ଜାହାଜର କେତେକ ଉପକରଣ ସମୁଦ୍ରରେ ଫୋପାଡ଼ି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ଦିନ ସେମାନେ ନିଜ ହାତରେ ଜାହାଜର ସରଞ୍ଜାମ ସବୁ ପାଣିକୁ ଫୋପାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ದುಸ್ರೆಂದಿಸಿ ಹೊಲ್ಲ್ಯಾ ಮಾನಾ ಢೊನಿಚಿ ಸಾಮಾನಾ ಅಪ್ಲ್ಯಾ ಸ್ವತಾಚ್ಯಾ ಹಾತಾನಿ ಟಾಕ್ಲ್ಯಾನಿ.