Acts 27:2 — Compare Translations

7 translations compared side by side

Odia - 1840
"ସହେି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥସଲିେନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଆସିଆ ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ, ମାକିଦନିଆର ଆରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ଆସିଆ ଦେଶର ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯିବା ପାଇଁ ଉଦ୍ୟତ ଥିବା ଆଦ୍ରାମୁତିୟମ୍‌ର ଗୋଟିଏ ଜାହାଜରେ ଯାତ୍ରା କଲୁ। ଆରିଷ୍ଟାର୍ଖସ୍ ନାମରେ ଥେସଲନିକୀ ସହରର ଜଣେ ମାସିଦୋନୀୟ ଲୋକ ଆମ ସହିତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥେସଲନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଏସିଆ ପ୍ରଦେଶର ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ଥେସଲନୀକୀ ସହରରେ ମାକିଦନିଆ ନଗରରୁ ଆରିସ୍ତାର୍ଖ ନାମକ ଜଣେ ବ୍ୟକ୍ତି ଆମ୍ଭମାନଙ୍କ ସାଙ୍ଗରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଆସିଆ ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ମାକିଦନିଆର ଆରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಢೊನಿತ್ ಚಡುನ್ ಜಾವ್ಕ್ ಲಾಗ್ಲಾಂವ್ ತಿ ಢೊನಿ ಅದ್ರಮಿತ್ತಿ ಶಾರಾಕ್ನಾ ಯೆಲ್ಲಿ ಅನಿ ಎಶ್ಯಾ ಪ್ರಾಂತ್ಯಾಂಚ್ಯಾ ದುಸ್ರ್ಯಾ ದುಸ್ರ್ಯಾ ಗಾಂವಾಕ್ನಿ ಜಾವ್ಕ್ ತಯಾರ್ ಹೊಲ್ಲಿ, ಮೆಸೆದೊನಿಯಾಚ್ಯಾ ಥೆಸಲೊನಿತ್ಲೊ ಅರಿಸ್ತಾರ್ಕ್ ಮನ್ತಲೊ ಅಮ್ಚ್ಯಾ ವಾಂಗ್ಡಾ ಹೊತ್ತೊ.