Acts 27:20 — Compare Translations
7 translations compared side by side
Odia - 1840
"ଆମ୍ଭେ ବହୁତ ଦିନ ପର୍ୟ୍ଯନ୍ତ ସୁର୍ୟ୍ଯ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚ଼ଣ୍ଡ ଝଡ଼ ବତାସର ବଗେ କମିଲା ନାହିଁ। ଆମ୍ଭମାନେେ ଜୀବନ ରକ୍ଷା କରିବାର ସମସ୍ତ ଆଶା ରହଇେ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ଯୁ ଘଟିବ। ଅନକେ ଦିନ ପର୍ୟ୍ଯନ୍ତ ଆମ୍ଭମାନେେ କହେି କିଛି ଖାଇ ନଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଦିନ ଧରି ଆମେ ସୂର୍ଯ୍ୟ କିମ୍ବା ତାରା ଦେଖିପାରିଲୁ ନାହିଁ ଓ ଅତି ପ୍ରଚଣ୍ଡ ବେଗରେ ପବନ ଅବିରତ ବହୁଥିଲା। ଶେଷରେ ଆମେ ରକ୍ଷା ପାଇବାରୁ ସବୁ ଆଶା ହରାଇଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ବହୁତ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚଣ୍ଡ ଝଡ଼ ବତାସର ବେଗ କମିଲା ନାହିଁ। ଆମ୍ଭେମାନେ ଜୀବନ ରକ୍ଷା କରିବାର ସମସ୍ତ ଆଶା ହରେଇ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ୟୁ ଘଟିବ। ଅନେକ ଦିନ ପର୍ଯ୍ୟନ୍ତ ଆମ୍ଭେମାନେ କେହି କିଛି ଖାଇ ନ ଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା।
Odia IRV 2017 (ଓଡିଆ ବାଇବେଲ)
ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಲೈ ದಿಸಾಂಚ್ಯಾ ಪತರ್ ದಿಸ್ ಹೊಂವ್ದಿ ನಾಹೊಲ್ಯಾರ್ ಚಿಕ್ಕಿಯಾ ಹೊಂವ್ದಿ ಬುಗುಕ್ ಹೊವ್ಕ್ ನಾ ಮೊಟೊ ವಾರೊ ಭಯಾನಕ್ ಹೊತ್ತೊ,ಅಮಿ ಜಿವಾನಿ ರಾತಾಂವ್, ಮನ್ತಲೊ ಬರೊಸೊ ಕಳ್ದುನ್ ಘೆಟ್ಲ್ಯಾಂವ್.