Acts 27:21 — Compare Translations
7 translations compared side by side
Odia - 1840
"ଶଷେ ରେ ପାଉଲ ସମାନଙ୍କେୁ କହିଲେ, ବନ୍ଧୁଗଣ, ତୁମ୍ଭମାନେେ ଯଦି ମାେ କଥା ଶୁଣି କ୍ରୀତି ଉପଦ୍ବୀପରୁ ଜାହାଜ ଛାଡ଼ି ନଥାନ୍ତ, ତବେେ ତୁମ୍ଭମାନଙ୍କେର ଏ ଜାହାଜ ନଷ୍ଟ ହାଇେ ନଥାନ୍ତା ଓ ଏତେ କ୍ଷତି ଘଟି ନଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ଦୀର୍ଘ କାଳ ଅନାହାରରେ ରହିବା ପରେ, ପାଉଲ ଯାତ୍ରଅୀମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, “ବନ୍ଧୁଗଣ, ଆପଣମାନେ ମୋ’ କଥା ଅନୁସାରେ କ୍ରୀଟରୁ ଜାହାଜ ଛାଡ଼ି ନ ଥିଲେ, ଆମର ଏ ଦୁର୍ଦ୍ଦଶା ଘଟି ନ ଥାନ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ପାଉଲ ସେମାନଙ୍କୁ କହିଲେ, “ବନ୍ଧୁଗଣ, ତୁମ୍ଭେମାନେ ଯଦି ମୋ’ କଥା ଶୁଣି କ୍ରୀତି ଉପଦ୍ୱୀପରୁ ଜାହାଜ ଛାଡ଼ି ନ ଥା’ନ୍ତ, ତେବେ ତୁମ୍ଭେମାନଙ୍କର ଏ ଜାହାଜ ନଷ୍ଟ ହୋଇ ନ ଥା’ନ୍ତା ଓ ଏତେ କ୍ଷତି ଘଟି ନ ଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ತೆಂಚ್ಯಾ ಇದ್ರಾಕ್ ಉಟುನ್ ಇಬೆ ರ್ಹಾವ್ನ್ ಮಾಜಿ ಗೊಸ್ಟ್ ಆಯ್ಕುನ್ ತುಮಿ ಕ್ರೆಟ್ ದ್ವಿಪಾತ್ನಾ ಯೆಯ್ ನಸ್ತಾನಾ ಹೊತ್ತೆ ಹೊಲ್ಯಾರ್ ಹ್ಯೊ ತರಾಸ್ ಅನಿ ಲುಕ್ಷಾನ್ ಹೊಯ್ನಶಿ ಹೊತ್ತೊ,