Acts 27:23 — Compare Translations

7 translations compared side by side

Odia - 1840
"ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ମୁଁ ଯେଉଁ ଈଶ୍ଵରଙ୍କର ଲୋକ, ପୁଣି ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋʼ ପାଖରେ ଠିଆ ହୋଇ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେଉଁ ଈଶ୍ୱରଙ୍କୁ ଉପାସନା କରେ, ଗତ ରାତ୍ରିରେ ତାଙ୍କର ଜଣେ ସ୍ୱର୍ଗଦୂତ ମୋ’ ସମ୍ମୁଖରେ ମୋ’ ପାଖକୁ ଆସି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେଉଁ ପରମେଶ୍ୱରଙ୍କର ସେବା କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତିରେ ମୋ’ ପାଖରେ ଠିଆ ହୋଇ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಳದಲ್ಲ್ಯಾ ರಾತ್ತಿನ್ ದೆವಾಕ್ನಾ ಎಕ್ ದುತ್ ಮಾಜ್ಯಾ ಬಾಜುಕ್ ಯೆವ್ನ್ ಇಬೆ ಹೊತ್ತೊ ಮಿಯಾ ಆರಾದನ್ ಕರ್ತಲೆ ತ್ಯಾಚ್ ದೆವಾಕ್ ಅನಿ ಮಿಯಾ ತೆಜೊಚ್.