Acts 27:24 — Compare Translations

7 translations compared side by side

Odia - 1840
"'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାଉଲ, ଭୟ କର ନାହିଁ; କାଇସରଙ୍କ ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀସମସ୍ତଙ୍କୁ ଈଶ୍ଵର ତୁମ୍ଭକୁ ଦାନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ପାଉଲ, ତୁମେ ଭୟ କର ନାହିଁ। ତୁମେ ନିଶ୍ଚୟ ସମ୍ରାଟଙ୍କ ସମ୍ମୁଖରେ ଉପସ୍ଥିତ ହେବ। ତୁମ ପ୍ରତି ପ୍ରଭୁ ସଦୟ ହୋଇଥିବାରୁ, ତୁମ ସହିତ ଯାତ୍ରା କରୁଥିବା ସମସ୍ତଙ୍କର ଜୀବନ ସେ ରକ୍ଷା କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
‘ଭୟ କର ନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ଯିବ। ପରମେଶ୍ୱର ତୁମ୍ଭ ହେତୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ದುತಾನ್ ಮಾಕಾ, ಪಾವ್ಲು, ಭಿಂವ್‌ನಕ್ಕೊ! ತಿಯಾ ಸಿಸರಾಚ್ಯಾ ಇದ್ರಾಕ್ ಇಬೆ ರ್‍ಹಾವ್ಕ್ ಪಾಜೆ ತುಜ್ಯಾ ವೈಲ್ಯಾ ದಯಾ ವೈನಾ ತುಜ್ಯಾ ವಾಂಗ್ಡಾ ಜಾಯ್ತ್ ಹೊತ್ತ್ಯಾ ಹರ್ ಎಕ್ಲ್ಯಾಚೊ ಜಿವ್ಬಿ ದೆವ್ ಹುರ್ವುತಾ ಮನುನ್ ಸಾಂಗ್ಲ್ಯಾನ್.