Acts 27:25 — Compare Translations
7 translations compared side by side
Odia - 1840
"ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ବରଙ୍କୁ ବିଶ୍ବାସ କରେ। ତାହାଙ୍କ ଦୂତ ମାେତେ ଯେପରି କହିଛନ୍ତି, ଠିକ୍ ସହେିପରି ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ଵରଙ୍କଠାରେ ମୋହର ବିଶ୍ଵାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଣୁ, ଭାଇମାନେ, ସାହସ ଧରନ୍ତୁ! କାରଣ ମୁଁ ଈଶ୍ୱରଙ୍କଠାରେ ବିଶ୍ୱାସ କରେ, ମୋତେ ଯାହା କୁହାଗଲା, ଠିକ୍ ସେହିପରି ଘଟିବ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରେ। ତାହାଙ୍କ ଦୂତ ମୋତେ ଯେପରି କହିଛନ୍ତି, ଠିକ୍ ସେହିପରି ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ବରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ୱରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಹೊವ್ನ್, ಲೊಕಾನು ಧರ್ಯಾನ್ ರ್ಹಾವಾ! ಮಿಯಾ ದೆವಾಚೆರ್ ಬರೊಸೊ ಥವ್ಲಾ ತೆನಿ ಸಾಂಗಲೆ ಸಾರ್ಕೆಚ್ ಹರ್ ಎಕ್ಬಿ ಹೊತಾ.