Acts 27:3 — Compare Translations

7 translations compared side by side

Odia - 1840
"ତହିଁ ଆରଦିନ ଆମ୍ଭେ ସୀଦୋନ ରେ ପହଞ୍ଚିଲୁ। ୟୁଲିଅ ପାଉଲଙ୍କ ପ୍ରତି ଦୟା ଦେଖଇେ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ଯକତା ପୂର୍ଣ୍ଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ନିକଟକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତହିଁ ଆର ଦିନ ଆମେ ସିଦୋନରେ ପହଞ୍ଚିଲୁ। ୟୁଲିୟସ୍ ପାଉଲଙ୍କ ପ୍ରତି ସଦୟ ଥିଲେ। ପାଉଲଙ୍କ ବନ୍ଧୁମାନଙ୍କଠାରୁ ତାଙ୍କର ପ୍ରୟୋଜନୀୟ ସାମଗ୍ରୀ ସବୁ ସଂଗ୍ରହ କରିବା ଉଦ୍ଦେଶ୍ୟରେ ସେମାନଙ୍କୁ ଭେଟିବା ପାଇଁ ସେ ପାଉଲଙ୍କୁ ଅନୁମତି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ଆମ୍ଭେ ସୀଦୋନରେ ପହଞ୍ଚିଲୁ। ଯୂଲିଅ ପାଉଲଙ୍କ ପ୍ରତି ଦୟା ଦେଖେଇ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ୟକତା ପୂର୍ଣ୍ଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂದಿಸಿ ಅಮಿ ಸಿದೊನ್ ಮನ್ತಲ್ಯಾ ಶಾರಾಕ್ ಪಾವ್ಲಾಂವ್, ಜುಲಿಯಸ್ ಪಾವ್ಲುಚ್ಯಾ ವಿಶಯಾತ್ ಕಾಳ್ಜಿಚೊ ಮಾನುಸ್ ಹೊಲ್ಲೊ, ಪಾವ್ಲುಕ್ ಅಪ್ಲ್ಯಾ ವಾಂಗ್ಡಿಯಾಕ್ನಿ ಭೆಟುಕ್ ತೆನಿ ಒಪ್ಕಿ ದಿಲ್ಯಾನ್, ತನ್ನಾ ತೆಚ್ಯಾ ವಾಂಗ್ಡಿಯಾನಿ ತೆಚ್ಯಾ ಗರ್ಜೆಚೆ ಪಾಜೆ ಹೊಲ್ಲೆ ಸಗ್ಳೆ ತೆಕಾ ದಿಲ್ಯಾನಿ.