Acts 27:30 — Compare Translations

7 translations compared side by side

Odia - 1840
"କେତକେ ନାବିକ ଜାହାଜ ଛାଡ଼ି ଚ଼ାଲିୟିବାକୁ ଚାହିଁଲେ। ତେଣୁ ସମାନେେ ଜୀବନରକ୍ଷକ ଡ଼ଙ୍ଗାକୁ ପାଣି ରେ ଖ ସଇେ ଦେଲେ। ଯାହା ଫଳ ରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନା ରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ତିକ ସମୁଦ୍ରକୁ ଓହ୍ଲାଇଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ନାବିକମାନେ ଜାହାଜରୁ ଓହ୍ଲାଇ ଚାଲି ଯିବାକୁ ଚେଷ୍ଟା କଲେ। ଜାହାଜର ଆଗପଟୁ ଆଉ କେତୋଟି ଲଙ୍ଗର୍ ପକାଇବା ଛଳନା କରି, ସେମାନେ ଜାହାଜ ଉପରେ ଥିବା ଡଙ୍ଗାଟିକୁ ତଳକୁ ଖସାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ନାବିକ ଜାହାଜ ଛାଡ଼ି ଗ୍ଭଲିଯିବାକୁ ଗ୍ଭହିଁଲେ। ତେଣୁ ସେମାନେ ଜୀବନ ରକ୍ଷକ ଡଙ୍ଗାକୁ ପାଣିରେ ଖସେଇ ଦେଲେ। ଯାହା ଫଳରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନାରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಗ್ದಾ ಢೊನಾತ್ನಾ ಚುಕ್ವುನ್ ಘೆವ್ನ್ ಜಾವ್ಕ್ ಸಾಟ್ನಿ ಢೊನ್ ಚಾಲ್ವುತಲ್ಯಾನಿ ಕಟ್ಪಟ್ ಕರ್‍ಲ್ಯಾನಿ, ತೆನಿ ಬಾರಿಕ್ ಢೊನಾ ಘೆವ್ನ್ ಮೊಟ್ಯಾ ಢೊನಾಂಚ್ಯಾ ಫಿಡ್ಯಾತ್ ಗೊಕ್ಕೆ ಸೊಡಲ್ಯಾ ಸಾರ್ಕೆ ಕರುನ್ ದಾಕ್ವುಲ್ಯಾನಿ.