Acts 27:34 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ଯକ। ତୁମ୍ଭମାନଙ୍କ ମଧ୍ଯରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ଯ, ନଷ୍ଟ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଆପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନୁରୋଧ କରୁଛି, ଏବେ କିଛି ଖାଆନ୍ତୁ, ବଞ୍ଚି ରହିବା ପାଇଁ ଏହା ନିତାନ୍ତ ଆବଶ୍ୟକ। ଭୟ କରନ୍ତୁ ନାହିଁ। ଆପଣମାନଙ୍କ ମସ୍ତକରୁ ଗୋଟିଏ ହେଲେ କେଶ ଆଉ ନଷ୍ଟ ହେବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ୟକ। ତୁମ୍ଭମାନଙ୍କ ମଧ୍ୟରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ୟ, ନଷ୍ଟ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಿಯಾ ತುಮ್ಚ್ಯಾಕ್ಡೆ ಮಾಗ್ತಾ ಉಲ್ಲೆ ತರಿಬಿ ಜೆವಾನ್ ಕರುಕ್ ಪಾಜೆ ತುಮಿ ಝಿತ್ತೆ ರಾವ್ಚೆ ಹೊಲ್ಯಾರ್ ಜೆವಾನ್ ಕರುಕ್ ಪಾಜೆ ತುಮ್ಚ್ಯಾತ್ಲ್ಯಾ ಎಕ್ಲ್ಯಾಚೆಬಿ ಟಕ್ಲ್ಯಾತ್ಲೆ ಎಕ್ ಕೆಸ್‍ಬಿ ಕಳ್ದುನ್ ಘೆಯ್ನ್ಯಾಶಿ ಮನುನ್ ಮಿಯಾ ತುಮ್ಕಾ ಸಾಂಗ್ತಾ ಮಟ್ಲ್ಯಾನ್.