Acts 27:35 — Compare Translations

7 translations compared side by side

Odia - 1840
"ଏତିକି କହିବା ପରେ ପାଉଲ କିଛି ରୋଟୀ ନଇେ ସମସ୍ତଙ୍କ ଆଗ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡଇେ ଖାଇବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହିସବୁ କଥା କହି ରୋଟୀ ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ପାଉଲ ଧନ୍ୟବାଦ ଦେଇ ରୋଟୀ ଭାଙ୍ଗି ଖାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏତିକି କହିବା ପରେ ପାଉଲ କିଛି ରୋଟୀ ନେଇ ସମସ୍ତଙ୍କ ଆଗରେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡେଇ ଖାଇବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಸಾಂಗುನ್ ಮಾನಾ ಪಾವ್ಲುನ್ ಭಾಕ್ರಿ ಘೆವ್ನ್ ತಿಕಾ ಸಗ್ಳ್ಯಾಂಚ್ಯಾ ಫಿಡ್ಯಾತ್ ದೆವಾಕ್ ಸ್ತುತಿ ಕರ್‍ಲ್ಯಾನ್, ಅನಿ ಭಾಕ್ರಿ ಮೊಡುನ್ ತುಕ್ಡೊ ಖಾವ್ಕ್ ಲಾಲೊ.