Acts 27:36 — Compare Translations
7 translations compared side by side
Odia - 1840
"ଏଥି ରେ ସମାନେେ ସମସ୍ତେ ଉତ୍ସାହିତ ହେଲେ ଓ ସମାନେେ ମଧ୍ଯ ଖାଇବା ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ସମସ୍ତେ ସାହସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରେ ସମସ୍ତେ ଉତ୍ସାହିତ ହୋଇ ଭୋଜନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ସେମାନେ ସମସ୍ତେ ଉତ୍ସାହିତ ହେଲେ ଓ ସେମାନେ ମଧ୍ୟ ଖାଇବା ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ସମସ୍ତେ ସାହସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ସମସ୍ତେ ସାହାସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಗ್ಳಿ ಲೊಕಾಬಿ ಧರ್ಯೊ ಘೆವ್ನ್ ಭಾಕ್ರಿ ಖಾವ್ಕ್ ಲಾಗ್ಲಿ.