Acts 27:38 — Compare Translations

7 translations compared side by side

Odia - 1840
"ଆମ୍ଭେ ୟଥେଷ୍ଟ ପରିମାଣ ରେ ଖାଇବା ପରେ ଜାହାଜ ରେ ଥିବା ଗହମକୁ ସମାନେେ ସମୁଦ୍ର ରେ ଫିଙ୍ଗି ଦେଲେ, ୟଦ୍ବାରା ଜାହାଜ ହାଲୁକା ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ଯଥେଷ୍ଟ ଖାଇ ସାରିବା ପରେ ଜାହାଜକୁ ହାଲୁକା କରିଦେବା ପାଇଁ ସେଥିରେ ଥିବା ସବୁ ଗହମ ସମୁଦ୍ରକୁ ଫୋପାଡ଼ି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯଥେଷ୍ଟ ପରିମାଣରେ ଖାଇବା ପରେ ଜାହାଜରେ ଥିବା ଗହମକୁ ସେମାନେ ସମୁଦ୍ରରେ ଫିଙ୍ଗି ଦେଲେ, ଯଦ୍ଦ୍ୱାରା ଜାହାଜ ହାଲୁକା ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಪೊಟ್ ಭರಿ ಪತರ್ ಖಾಲ್ಲ್ಯಾಂವ್ ಅನಿ ಹುರಲ್ಲೆ ದಾನೆ ಸಗ್ಳ್ಯೆ ಸಮುಂದರಾತ್ ಟಾಕುನ್ ಢೊನಾಕ್ ವಜ್ಜೆ ಕಮ್ಮಿ ಕರ್ಲಾಂವ್.