Acts 27:4 — Compare Translations
7 translations compared side by side
Odia - 1840
"ତା'ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ବୀପ ନିକଟ ଦଇେ ଜଳଯାତ୍ରା କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଉହାଡ଼େ ଉହାଡ଼େ ଯାତ୍ରା କରି
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ସେଠାରୁ ଯାତ୍ରା କରିବା ସମୟରେ ପ୍ରତିକୂଳ ପବନ ବହିବାରୁ ସାଇପ୍ରସ୍ ଦ୍ୱୀପର ଉହାଡ଼େ ଉହାଡ଼େ ଗଲୁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ୱୀପ ନିକଟ ଦେଇ ଜଳଯାତ୍ରା କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಸಿದೊನ್ ಶಾರಾಕ್ನಾ ಜಾವ್ಕ್ ಲಾಗ್ಲಾಂವ್, ಇದ್ರಾಕ್ ವಾರೊ ಮಾರುಲಾಗಲ್ಯಾ ಸಾಟ್ನಿ ಅಮಿ ಸೈಪ್ರಸ್ ಮನ್ತಲ್ಯಾ ದ್ಪಿಪಾಚ್ಯಾ ಜಗ್ಗೊಳ್ನಾ ಗೆಲಾಂವ್.