Acts 27:41 — Compare Translations
7 translations compared side by side
Odia - 1840
"କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନ ରେ ଗୋଟିଏ ବାଲିଚ଼ଡ଼ାଠା ରେ ଧକ୍କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚ଼ଳ ହାଇଗେଲାଓ ପଛ ଭାଗ ଲହରୀ ଧକ୍କା ରେ ଭାଙ୍ଗି ଖଣ୍ଡ ଖଣ୍ଡ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାʼର ସମ୍ମୁଖ ଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ତତାରେ ଭାଙ୍ଗିଯିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବାଲି ଚଡ଼ା ଉପରେ ପିଟି ହୋଇ ଜାହାଜର ସାମନା ଭାଗଟି ତଳେ ପୋତି ହୋଇଗଲା ଓ ଲହଡ଼ାର ପ୍ରବଳ ଆଘାତରେ ଜାହାଜର ପଛ ଭାଗ ଖଣ୍ଡ ବିଖଣ୍ଡିତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନରେ ଗୋଟିଏ ବାଲିଚଡ଼ାଠାରେ ଧକ୍କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚଳ ହୋଇଗଲା ଓ ପଛ ଭାଗ ଲହରୀ ଧକ୍କାରେ ଭାଙ୍ଗି ଖଣ୍ଡ ଖଣ୍ଡ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାହାର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ(ଭୂସଂଲଘ୍ନ ବାଲିରେ) ଲାଗିଗଲା; ତା'ର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮೊಟಿ ಢೊನ್ ರೆತಿಚ್ಯಾ ಗುಡ್ಯಾಕ್ ಆಡ್ಲುನ್ ಢೊನಾಚೊ ಫಿಡ್ಲೊ ಭಾಗ್ ರೆತಿತ್ ಸಿರ್ಕುನ್ ಪಡಲ್ಯಾಕ್ ಢೊನ್ ಚಾಲ್ವುಕ್ ಹೊವ್ಕ್ ನಾ, ಮಾನಾ ಮೊಟಿ ಲಾಟಾ ಯೆವ್ನ್ ಢೊನಾಚ್ಯಾ ಫಾಟ್ಲ್ಯಾ ಭಾಜುಕ್ ಮಾರುನ್ ತುಕ್ಡೆ ತುಕ್ಡೆ ಕರುನ್ ಟಾಕುಕ್ ಲಾಗ್ಲೆ.