Acts 27:43 — Compare Translations

7 translations compared side by side

Odia - 1840
"କିନ୍ତୁ ସନୋ ଅଧିକାରୀ ୟୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଚାହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦବୋ ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡ଼ଇେଁ ପଡ଼ି ପହଁରି ପହଁରି କୂଳକୁ ୟିବା ପାଇଁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଂକଳ୍ପରୁ ସେମାନଙ୍କୁ କ୍ଷା; କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମରେ ସ୍ଥଳକୁ ଯାଉନ୍ତୁ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେନାପତି ପାଉଲଙ୍କ ପ୍ରାଣରକ୍ଷା କରିବାକୁ ଚାହୁଁଥିଲେ; ତେଣୁ ସେ ସୈନିକମାନଙ୍କୁ ସେଥିରୁ ନିବୃତ୍ତ କଲେ। ସନ୍ତରଣ କରି ପାରୁଥିବା ସମସ୍ତଙ୍କୁ ପାଣିକୁ ଡେଇଁପଡ଼ି ପହଁରି ପହଁରି କୂଳକୁ ଯିବା ପାଇଁ ଆଦେଶ ଦେଲେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେନା ଅଧିକାରୀ ଯୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଗ୍ଭହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦେବା ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡେଇଁ ପଡ଼ି ପହଁରି ପହଁରି କୂଳକୁ ଯିବା ପାଇଁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶତ-ସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମେ ସ୍ଥଳକୁ ଯାଆନ୍ତୁ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ିିି ପ୍ରଥମେ ସ୍ଥଳକୁ ଯାଆନ୍ତୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸೈನಿಕಾಂಚೊ ಅಧಿಕಾರಿಕ್ ಪಾವ್ಲುಕ್ ಹುರ್ವ್ವುಚೆ ಹೊತ್ತೆ, ತಸೆ ಹೊವ್ನ್, ತೆನಿ ತೆಂಕಾ ಚೊರಾಂಚೊ ಜಿವ್ ಕಾಡುಕ್ ಸೊಡುಕ್ನಾ ಹೆಚ್ಯಾ ಬದ್ಲಾಕ್ ತೆನಿ ಪೆವುಕ್ ಯೆತಲೆ ಸಗ್ಳೆ ಹುಡುನ್ ಪೆವುನ್ಗೆತ್ ದಂಡೆಕ್ ಪಾವಾ ಮನುನ್ ಹುಕುಮ್ ದಿಲ್ಯಾನ್.