Acts 27:44 — Compare Translations

7 translations compared side by side

Odia - 1840
"ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭଳୋ ସାହାୟ୍ଯ ରେ କୂଳକୁ ୟିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦ ରେ କୂଳ ରେ ଆସି ପହନ୍ଚିଲେ। କାହାର ମୃତ୍ଯୁ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗାଖଣ୍ତ ଧରି ଯାଉନ୍ତୁ । ଏହିପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି କାଠପଟା ବା ଜାହାଜର କୌଣସି ଭଙ୍ଗା ଅଂଶକୁ ଧରି ଭାସିବା ପାଇଁ ଅନ୍ୟମାନଙ୍କୁ କହିଲେ। ଏହିପରି ଭାବରେ ଆମ୍ଭେମାନେ ସମସ୍ତେ ଯାଇ କୂଳରେ ପହଞ୍ଚିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭେଳା ସାହାଯ୍ୟରେ କୂଳକୁ ଯିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦରେ କୂଳରେ ଆସି ପହଞ୍ଚିଲେ। କାହାର ମୃତ୍ୟୁ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ। ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା(କାଠପଟା) ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ । ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರಲಿ ಲೊಕಾ ಫಳಿಯಾ ಅನಿ ಢೊನಾಚೆ ತುಕ್ಡೆ ಧರುನ್ ಘೆವ್ನ್ ಜಾವ್ನ್ ದಂಡೆಕ್ ಪಾವ್ಲೆ, ತಸೆ ಅಶೆ ಅಮಿ ಸಗ್ಳ್ಯಿ ಲೊಕಾಬಿ ಬರ್‍ಯಾ ರಿತಿನ್ ದಂಡೆಕ್ ಪಾವ್ಲಾಂವ್.