Acts 28:10 — Compare Translations
7 translations compared side by side
Odia - 1840
"ସମାନେେ ଆମ୍ଭକୁ ବହୁତ ଉପହାର ସହିତ ସମ୍ମାନ ଦେଲେ। ଆମ୍ଭେ ସଠାେରେ ତିନି ମାସ ପର୍ୟ୍ଯନ୍ତ ରହିଲୁ। ଆମ୍ଭେ ଜଳଯାତ୍ରା ରେ ବାହାରିବା ସମୟରେ ସମାନେେ ଆମ୍ଭକୁ ଆବଶ୍ଯକୀୟ ଜିନିଷମାନ ମଧ୍ଯ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ଵାରା ସମାଦର କଲେ, ପୁଣି ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଆମ୍ଭମାନଙ୍କୁ ଅନେକ ଉପହାର ଦେଲେ ଓ ଆମେ ସେଠାରୁ ଜାହାଜରେ ବସି ଚାଲିଯିବାବେଳେ ଆମ୍ଭମାନଙ୍କ ଯାତ୍ରା ପାଇଁ ଆବଶ୍ୟକ ସାମଗ୍ରୀ ସବୁ ସେମାନେ ଆଣି ଜାହାଜରେ ରଖି ଦେଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆମ୍ଭକୁ ବହୁତ ଉପହାର ସହିତ ସମ୍ମାନ ଦେଲେ। ଆମ୍ଭେ ସେଠାରେ ତିନି ମାସ ପର୍ଯ୍ୟନ୍ତ ରହିଲୁ। ଆମ୍ଭେ ଜଳଯାତ୍ରାରେ ବାହାରିବା ସମୟରେ ସେମାନେ ଆମ୍ଭକୁ ଆବଶ୍ୟକୀୟ ଜିନିଷମାନ ମଧ୍ୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದ್ವಿಪಾತ್ಲ್ಯಾ ಲೊಕಾನಿ ಅಮ್ಕಾ ಭೊಮಾನಾ ದಿಲ್ಯಾನಿ, ಅಮಿ ಥೈತ್ನಾ ಜಾವ್ಕ್ ತಯಾರ್ ಹೊಲ್ಲ್ಯಾ ತನ್ನಾ ತೆನಿ ಅಮ್ಕಾ ಪಾಜೆ ಹೊಲ್ಲಿ ಸಗ್ಳ್ಯಿ ಸಾಮಾನಾ ದಿಲ್ಯಾನಿ.