Acts 28:13 — Compare Translations

7 translations compared side by side

Odia - 1840
"ସଠାରୁେ ବାହାରି ଆମ୍ଭେ ରଗେିୟ ନଗର ରେ ପହଞ୍ଚିଲୁ। ସଠାେରେ ଗୋଟିଏ ଦିନ ରହିବା ପରେ ଦକ୍ଷିଣା ପବନ ବହିଲା। ଆମ୍ଭେ ଦ୍ବିତୀୟ ଦିନ ପୁତେଅଲୀ ନଗର ରେ ପହଞ୍ଚିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେସ୍ଥାନରୁ ବୁଲି ରେଗୀୟରେ ପହଞ୍ଚିଲୁ । ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ଵିତୀୟ ଦିନରେ ପୁତେଅଲୀକୁ ଆସିଲୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରୁ ପୁଣି ଯାତ୍ରା କରି ରିଜିୟମ୍ ସହରରେ ପହଞ୍ଚିଲୁ। ତା’ପର ଦିନ ଦକ୍ଷିଣା ପବନ ବହିଲା ଓ ଆଉ ଦୁଇ ଦିନ ପରେ ପୁତିଓଲି ସହରରେ ପହଞ୍ଚିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରୁ ବାହାରି ଆମ୍ଭେ ରେଗିୟ ନଗରରେ ପହଞ୍ଚିଲୁ। ସେଠାରେ ଗୋଟିଏ ଦିନ ରହିବା ପରେ ଦକ୍ଷିଣା ପବନ ବହିଲା। ଆମ୍ଭେ ଦ୍ୱିତୀୟ ଦିନ ପୁତେଅଲୀ ନଗରରେ ପହଞ୍ଚିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସ୍ଥାନରୁ ବୁଲି ରେଗୀୟରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲିକୁ ଆସିଲୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಥೈತ್ನಾ ಜಾವ್ಕ್ ಲಾಗುನ್ ರೆಗಿಯ್ ಮನ್ತಲ್ಯಾ ಶಾರಾಕ್ ಪಾವ್ಲಾಂವ್ ದುಸ್ರ್ಯಾಂದಿಸಿ ದಕ್ಷಿನ್ ದಿಕ್ಕಾಚೊ ವಾರೊ ಮಾರುಕ್ಲಾಗ್ಲೊ, ತಸೆ ಹೊವ್ನ್, ಅಮಿ ಥೈತ್ನಾ ಜಾವ್ಕ್ ಬರೆ ಹೊಲೆ ಎಕ್ ದಿಸ್ ಕಳದಲ್ಲ್ಯಾ ತನ್ನಾ ಅಮಿ ಪೊತಿಯೊಲಿ ಮನ್ತಲ್ಯಾ ಶಾರಾಕ್ ಪಾವ್ಲಾಂವ್.