Acts 28:14 — Compare Translations

7 translations compared side by side

Odia - 1840
"ସଠାେରେ ଆମ୍ଭେ କେତକେ ଭାଇମାନଙ୍କୁ ଭଟେିଲୁ। ସମାନେେ ଆମ୍ଭକୁ ସଠାେରେ ସାତ ଦିନ ରହିବାକୁ ଅନୁ ରୋଧ କଲେ। ତା'ପରେ ଆମ୍ଭେ ରୋମକୁ ଆସିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହିପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ କେତେ ଜଣ ଖ୍ରୀଷ୍ଟ ବିଶ୍ୱାସୀଙ୍କର ଦେଖା ପାଇଲୁ। ସେମାନଙ୍କ ସହିତ ହପ୍ତାଏ କାଳ ରହିବା ପାଇଁ ସେମାନେ ଆମକୁ ଅନୁରୋଧ କଲେ। ଶେଷରେ ରୋମରେ ଯାଇ ପହଞ୍ଚିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଆମ୍ଭେ କେତେକ ଭାଇମାନଙ୍କୁ ଭେଟିଲୁ। ସେମାନେ ଆମ୍ଭକୁ ସେଠାରେ ସାତ ଦିନ ରହିବାକୁ ଅନୁରୋଧ କଲେ। ତା’ପରେ ଆମ୍ଭେ ରୋମକୁ ଆସିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ।
Odia IRV 2017 (ଓଡିଆ ବାଇବେଲ)
ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଅମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಥೊಡಿ ದೆವಾಚ್ಯಾ ತಾಂಡ್ಯಾಚಿ ಲೊಕಾ ಹೊತ್ತಿ, ತೆನಿ ಅಪ್ನಾಂಚ್ಯಾ ವಾಂಗ್ಡಾ ಎಕ್‍ ವಾರ್ ತರಿಬಿ ರಾವ್ಚೆ ಮನುನ್ ಸಾಂಗ್ಲ್ಯಾನಿ, ಆಕ್ರಿಕ್ ಅಮಿ ರೊಮ್ ಶಾರಾಕ್ ಯೆಲಾವ್.