Acts 28:15 — Compare Translations
7 translations compared side by side
Odia - 1840
"ରୋମ ରେ ଥିବା ଭାଇମାନେ ଆମ୍ଭ ଆସିବା ବିଷୟ ରେ ଖବର ପାଇଥିଲେ। ସମାନେେ ଆପ୍ପିୟଙ୍କ ହାଟ ଓ ତିନି ସ ରଇେ ଘର ସ୍ଥାନ ପର୍ୟ୍ଯନ୍ତ ଆମ୍ଭକୁ ଭଟେିବାକୁ ଆସିଥିଲେ। ସମାନଙ୍କେୁ ଦେଖି ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ଉତ୍ସାହିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାଇମାନେ ଆମ୍ଭମାନଙ୍କ ସମ୍ଵାଦ ପାଇ ସେହି ସ୍ଥାନରୁ ‘ଆପ୍ପୀୟଙ୍କ ହାଟʼ ଓ ‘ତିନି ସରେଇଘରʼ ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି ପାଉଲ ସେମାନଙ୍କୁ ଦେଖି ଈଶ୍ଵରଙ୍କ ଧନ୍ୟବାଦ କରି ସାହସ ପାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କର ଖବର ପାଇ ରୋମର ବିଶ୍ୱାସୀମାନେ ଆମକୁ ଭେଟିବା ପାଇଁ “ଆପୀୟ ହାଟ” ଓ “ତିନି ସରାଇ” ନାମକ ସହରମାନଙ୍କୁ ଆସିଲେ। ସେମାନଙ୍କୁ ଦେଖି ପାଉଲ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ବିଶେଷ ଉତ୍ସାହିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ରୋମରେ ଥିବା ଭାଇମାନେ ଆମ୍ଭ ଆସିବା ବିଷୟରେ ଖବର ପାଇଥିଲେ। ସେମାନେ “ଆପ୍ପିୟଙ୍କ ହାଟ” ଓ “ତିନି ସରେଇ ଘର” ସ୍ଥାନ ପର୍ଯ୍ୟନ୍ତ ଆମ୍ଭକୁ ଭେଟିବାକୁ ଆସିଥିଲେ। ସେମାନଙ୍କୁ ଦେଖି ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ଉତ୍ସାହିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ 'ଓ 'ତିନି ସରେଇଘର 'ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ୱରଙ୍କ ଧନ୍ୟବାଦ କରି ସାହାସ ପାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಹಿತ್ತೆ ಹಾತ್ ಮನ್ತಲೆ ರೊಮಾತ್ಲ್ಯಾ ದೆವಾಚ್ಯಾ ಲೊಕಾಕ್ನಿ ಗೊತ್ತ್ ಹೊಲೆ, ತೆನಿ ಅಮ್ಕಾ ಭೆಟುಕ್ ಮನುನ್ ಅಪ್ಪಿಯ್ ಬಾಜಾರಾಕ್ನಾ, ಅನಿ ತ್ರಿಛತ್ರ್ ಮನ್ತಲ್ಯಾ ಜಾಗ್ಯಾಕ್ ಯೆಲ್ಯಾನಿ ಹ್ಯಾ ದೆವಾಚ್ಯಾ ಲೊಕಾಕ್ನಿ ಬಗ್ತಾನಾ ಪಾವ್ಲುಕ್ ಧೈರ್ಯ್ ಹೊಲೊ ಅನಿ ತೆನಿ ದೆವಾಕ್ ಧನ್ಯಾವಾದ್ ಕರ್ಲ್ಯಾನ್.