Acts 28:16 — Compare Translations

7 translations compared side by side

Odia - 1840
"ତା'ପରେ ଆମ୍ଭେ ରୋମ ଗଲୁ, ପାଉଲଙ୍କୁ ରୋମ ରେ ଏକାକୀ ରହିବା ପାଇଁ ଅନୁମତି ମିଳିଲା। କିନ୍ତୁ ତାହାଙ୍କ ପାଖ ରେ ଜଣେ ସୈନିକ ସବୁବେଳେ ଜଗି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ଆପଣା ପ୍ରହରୀସୈନ୍ୟ ସହିତ ସ୍ଵତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ରୋମରେ ପହଞ୍ଚିବା ପରେ, ପାଉଲଙ୍କୁ ଅନୁମତି ମିଳିଲା ଯେ, ତାଙ୍କୁ ଜଗିବା ପାଇଁ ନିଯୁକ୍ତ ଗୋଟିଏ ସୈନିକ ସହ ସେ ନିଜ ଇଚ୍ଛାନୁଯାୟୀ ଯେ କୌଣସି ସ୍ଥାନରେ ରହିପାରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ରୋମରେ ପାଉଲ ତା’ପରେ ଆମ୍ଭେ ରୋମ ଗଲୁ, ପାଉଲଙ୍କୁ ରୋମରେ ଏକାକୀ ରହିବା ପାଇଁ ଅନୁମତି ମିଳିଲା। କିନ୍ତୁ ତାହାଙ୍କ ପାଖରେ ଜଣେ ସୈନିକ ସବୁବେଳେ ଜଗି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಅಮಿ ರೊಮ್ ಶಾರಾಕ್ ಪಾಲ್ಲ್ಯಾಂವ್ ಥೈ ಪಾವ್ಲುಕ್ ಅಮ್ಚ್ಯಾಕ್ನಾ ಯೆಗ್ಳುನ್ ರ್‍ಹಾವ್ಕ್ ಅವಕಾಸ್ ದಿವ್ನ್ ಹೊಲ್ಲೆ ಖರೆ ಎಕ್ ಸೈನಿಕ್ ತೆಕಾ ರಾಕ್ವಲಿ ಹೊವ್ನ್ ಹೊತ್ತೊ.