Acts 28:18 — Compare Translations
7 translations compared side by side
Odia - 1840
"ରୋମୀୟମାନେ ମାେତେ ଅନକେ ପ୍ରଶ୍ନ ପଚ଼ାରିଲେ। କିନ୍ତୁ ସମାନେେ ମାଠାରୁେ ମୃତ୍ଯୁଦଣ୍ଡ ଯୋଗ୍ଯ କୌଣସି ଦୋଷ ପାଇଲେ ନାହିଁ। ତେଣୁ ସମାନେେ ମାେତେ ମୁକ୍ତ କରି ଦବୋ ପାଇଁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ତର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋତେ ଜେରା କରିବା ପରେ ମୃତ୍ୟୁଦଣ୍ଡ ଭୋଗ କରିବା ପାଇଁ ମୁଁ କୌଣସି ଅପରାଧ କରି ନାହିଁ ବୋଲି ଜାଣିପାରି ରୋମୀୟମାନେ ମୋତେ ମୁକ୍ତ କରି ଦେବାକୁ ଚାହିଁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ରୋମୀୟମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ସେମାନେ ମୋ’ଠାରେ ମୃତ୍ୟୁଦଣ୍ଡ ଯୋଗ୍ୟ କୌଣସି ଦୋଷ ପାଇଲେ ନାହିଁ। ତେଣୁ ସେମାନେ ମୋତେ ମୁକ୍ତ କରି ଦେବା ପାଇଁ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋହର ବିଚାର କରି ମୋଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರೊಮಾತ್ಲ್ಯಾನಿ ಮಾಕಾ ಲೈ ಪರಸ್ನೆ ಇಚಾರ್ಲ್ಯಾನಿ, ಖರೆ ಮರ್ನ್ನಾಕ್ ಗುರಿ ಕರ್ತಲ್ಯಾ ಸಾರ್ಕೆ ಕಸ್ಲಿಬಿ ಚುಕ್ ತೆಂಕಾ ಮಾಜ್ಯಾಕ್ಡೆ ದಿಸುಕ್ನಾ ತಸೆ ಹೊವ್ನ್ ತೆನಿ ಮಾಕಾ ಸುಟ್ಕಾ ಕರುಚೆ ಮನುನ್ ಹೊತ್ತೆ.