Acts 28:19 — Compare Translations
7 translations compared side by side
Odia - 1840
"କିନ୍ତୁ ଯିହୂଦୀମାନେ ଏ ନିଷ୍ପତ୍ତି ରେ ଆପତ୍ତି କଲେ। ତେଣୁ ମୁଁ କାଇସରଙ୍କ ନିକଟରେ ଆବଦନେ କରିବା ପାଇଁ ବାଧ୍ଯ ହଲିେ। ମାରେ କିନ୍ତୁ ନିଜ ଲୋକମାନଙ୍କ ବିରୁଦ୍ଧ ରେ କୌଣସି ଆପତ୍ତି ଅଭିଯୋଗ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ଵଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଇହୁଦୀମାନେ ଏହାର ବିରୋଧ କରିବାରୁ, ମୋ’ ନିଜ ଲୋକମାନଙ୍କ ବିରୁଦ୍ଧରେ ମୋର କୌଣସି ଅଭିଯୋଗ ନ ଥିବା ସତ୍ତ୍ୱେ, ମୁଁ ସମ୍ରାଟଙ୍କୁ ଆବେଦନ କରିବା ପାଇଁ ବାଧ୍ୟ ହେଲି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିହୂଦୀମାନେ ଏ ନିଷ୍ପତ୍ତିରେ ଆପତ୍ତି କଲେ। ତେଣୁ ମୁଁ କାଇସରଙ୍କ ନିକଟରେ ଆବେଦନ କରିବା ପାଇଁ ବାଧ୍ୟ ହେଲି। ମୋର କିନ୍ତୁ ନିଜ ଲୋକମାନଙ୍କ ବିରୁଦ୍ଧରେ କୌଣସି ଆପତ୍ତି ଅଭିଯୋଗ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯିହୂଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಥೈತ್ಲ್ಯಾ ಜುದೆವಾನಿ ತೆಕಾ ವಿರೊಧ್ ಕರ್ಲ್ಯಾನಿ, ತನ್ನಾ ಮಾಕಾ ರೊಮಾತ್ಲ್ಯಾ ಸಿಸರಾಚ್ಯಾ ಫಿಡ್ಯಾತ್ ಇಚಾರ್ನಿ ಹೊಂವ್ದಿ ಮನುನ್ ಒತ್ತಾಯ್ ಕರ್ತಲೆ ಹೊಲೆ, ಖರೆ ಮಾಜ್ಯಾ ಲೊಕಾನಿ ಕರಲೆ ಚುಕೆಚೆ ಕಾಮ್ ಮನುನ್ ಮಿಯಾ ತುಮ್ಕಾ ಸಾಂಗಿನಾ ಹೊಲಾ.