Acts 28:20 — Compare Translations
7 translations compared side by side
Odia - 1840
"ଏଇଥିପାଇଁ ମୁଁ ତୁମ୍ଭମାନଙ୍କ ସଙ୍ଗେ ସାକ୍ଷାତ କରିବା ଓ କଥା ହବୋ ପାଇଁ ଚ଼ାହିଁଲି। ଇଶ୍ରାୟେଲର ଭରସା ରେ ବିଶ୍ବାସ କରୁଥିବା ହତେୁ ମୁଁ ଆଜି ଏହି ଶିକୁଳି ରେ ବନ୍ଧା ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଏହି କାରଣରୁ ମୁଁ ଆପଣମାନଙ୍କୁ ମୋʼ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଏ ବିଷୟରେ କଥାବାର୍ତ୍ତା ହେବାକୁ ମୁଁ ତୁମ୍ଭମାନଙ୍କୁ ଡକାଇଛି। ବାସ୍ତବିକ, ଯାହାଙ୍କ ଉପରେ ଇଶ୍ରାଏଲୀୟ ଲୋକମାନେ ଆଶା ଭରସା କରି ଆସିଛନ୍ତି, ତାଙ୍କ ପାଇଁ ଆଜି ମୁଁ ଶିକୁଳିରେ ବନ୍ଧା ହୋଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ଏଇଥିପାଇଁ ମୁଁ ତୁମ୍ଭମାନଙ୍କ ସଙ୍ଗେ ସାକ୍ଷାତ କରିବା ଓ କଥା ହେବା ପାଇଁ ଗ୍ଭହିଁଲି। ଇସ୍ରାଏଲର ଭରସାରେ ବିଶ୍ୱାସ କରୁଥିବା ହେତୁ ମୁଁ ଆଜି ଏହି ଶିକୁଳିରେ ବନ୍ଧା ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಮಿಯಾ ತುಮ್ಕಾ ಬಗುಚೆ, ಅನಿ ತುಮ್ಚ್ಯಾಕ್ಡೆ ಬೊಲುಚೆ ಮನುನ್ ಆಶ್ಯಾ ಕರ್ಲೊ, ಇಸ್ರಾಯೆಲಾಂಚ್ಯಾ ಬರೊಸ್ಯಾತ್ ಮಿಯಾ ವಿಶ್ವಾಸ್ ಥವಲ್ಲ್ಯಾ ಸಾಟ್ನಿ ಹ್ಯಾ ಸರ್ಪೊಳಿಯಾನಿ ಭಾಂದುನ್ ಥವಲ್ಲಿ ಹಾತ್, ಘೆಟಲೊ ಹೊಲಾ ಮನುನ್ ಸಾಂಗ್ಲ್ಯಾನ್.