Acts 28:21 — Compare Translations
7 translations compared side by side
Odia - 1840
"ଯିହୂଦୀ ନେତାମାନେ ଏହା ଶୁଣି ପାଉଲଙ୍କୁ କହିଲେ, ଆମ୍ଭମାନେେ ତୁମ୍ଭ ବିଷୟ ରେ ୟିହୂଦା ଦେଶରୁ କୌଣସି ପତ୍ର ପାଇ ନାହୁଁ। ଆମ୍ଭେ ୟିରୂଶାଲମରୁ ଆସିଥିବା ଭାଇମାନଙ୍କଠାରୁ ତୁମ୍ଭ ବିରୁଦ୍ଧ ରେ କିଛି ଖବର ବା ମନ୍ଦ ସୂଚ଼ନା ପାଇ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାଙ୍କୁ କହିଲେ, ଆପଣଙ୍କ ସମ୍ଵନ୍ଧରେ ଯିହୁଦା ଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ଵାଦ ଦେଇ ନାହାନ୍ତି ବା କହି ନାହାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ଆମେ ଯିହୁଦା ଦେଶରୁ ତୁମ ବିଷୟରେ କୌଣସି ଚିଠି ପତ୍ର ପାଇ ନାହୁଁ, କି ତୁମର ଖବର ନେଇ କିଅବା ତୁମ ବିଷୟରେ କିଛି ଅଭିଯୋଗ କରି କହିବାପାଇଁ ଆମ ଲୋକଙ୍କ ମଧ୍ୟରୁ କେହି ଏଠାକୁ ଆସି ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାମାନେ ଏହା ଶୁଣି ପାଉଲଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭ ବିଷୟରେ ଯିହୂଦା ଦେଶରୁ କୌଣସି ପତ୍ର ପାଇ ନାହୁଁ। ଆମ୍ଭେ ଯିରୁଶାଲମରୁ ଆସିଥିବା ଭାଇମାନଙ୍କଠାରୁ ତୁମ୍ଭ ବିରୁଦ୍ଧରେ କିଛି ଖବର ବା ମନ୍ଦ ସୂଚନା ପାଇ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦିୟା ପ୍ରଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦା ଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାଁନ୍ତି ବା କହି ନାହାଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ ಜುದೆವಾಂಚ್ಯಾಕ್ನಾ ತುಜ್ಯಾ ವಿಶಯಾತ್ ಕಸ್ಲಿ ಚಿಟ್ ಬಿ ಯೆವ್ಕ್ ನಾ ಅನಿ ತೆನಿ ತುಜ್ಯಾ ವಿಶಯಾತ್ ಕಾಯ್ಬಿ ವಾಯ್ಟ್ ಬೊಲುಕ್ನಾತ್.